Home Posts tagged ghasipura
Odisha News
ଘସିପୁରା,୧୦/୮ : ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ ଯୁବତୀ ଶେଷରେ ଘସିପୁରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।ଅଭିଯୋଗ ଆଧାରରେ ପୋଲିସ ଶିକ୍ଷୟିତ୍ରୀଙ୍କୁ ଗିରଫ କରି ଗ୍ରାମ୍ୟ ଅଦାଲତରେ ହାଜର କରିଛି। ତେବେ ସେଠାରେ ଜାମିନ ନାମଞ୍ଜୁର ହେବାରୁ ଶେଷରେ Continue Reading
Seo wordpress plugin by www.seowizard.org.