Home Posts tagged gobinda sahu
Odisha News
ଭୁବନେଶ୍ୱର, ୨୦ ।୧୨: ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ମାମାଲରେ ସଜା କାଟୁଥିବା ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଜେଲ୍ ଭିତରେ ଥିବା ଏକ ଛୋଟ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କୁହାଯାଉଛି । ଏହି ଘଟଣା ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ହସ୍ପିଟାଲରେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।ଆଜି କୋର୍ଟରେ Continue Reading
Seo wordpress plugin by www.seowizard.org.