Home Posts tagged gold mines
Odisha News
ଭୁବନେଶ୍ୱର,୨୭/୨: ଓଡ଼ିଶାର ୩ଟି ଜିଲ୍ଲାର ମାଟି ତଳେ ଗଛିତ ରହିଛି ସୁନା ପଥର। ଆଜି ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ବିଜେଡି ବିଧାୟକ ସୁଧୀର ସାମଲଙ୍କ ତାରକା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଏହି ତଥ୍ୟ ଦେଇଛନ୍ତି।ସେ କହିଛନ୍ତି, ରାଜ୍ୟ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟ ଏବଂ ଭାରତୀୟ ସର୍ବେକ୍ଷଣ ସଂସ୍ଥା (ଏଝଓ) ମାଧ୍ୟମରେ ପ୍ରାରମ୍ଭିକ ଅନୁସନ୍ଧାନ କରାଯାଇ ରାଜ୍ୟର ୩ଟି ଜିଲ୍ଲାରେ ମାଟି ତଳେ ସୁନା ପଥର Continue Reading
Seo wordpress plugin by www.seowizard.org.