Home Posts tagged Gujarat
Odisha News
ନୂଆଦିଲ୍ଲୀ,୭/୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଦେଇଛନ୍ତି।ଭୋଟ ଦେବା ପରେ ସେ କହିଛନ୍ତି ଯେ ଭୋଟ ଦେବା ଏକ ସାଧାରଣ ଦାନ ନୁହେଁ। ଏପରି ପରିସ୍ଥିତିରେ, ଏଥିରେ ସକ୍ରିୟ ଭାବରେ ଅଂଶଗ୍ରହଣ କରନ୍ତୁ।ପ୍ରଧାନମନ୍ତ୍ରୀ କହିଛନ୍ତି, ଗଣତନ୍ତ୍ରର ଏହି ମହାନ ବଳିଦାନରେ ଅଂଶଗ୍ରହଣ କରିଥିବା ସମସ୍ତ ଲୋକଙ୍କୁ ଅଭିନନ୍ଦନ ଜଣାଇବାକୁ ଯୋଗ୍ୟ। Continue Reading
National News
DEVBHUMI DWARKA, FEB 25 : Prime Minister Narendra Modi on Sunday inaugurated ‘Sudarshan Setu’, the country’s longest cable-stayed bridge of 2.32 km, on the Arabian sea connecting Beyt Dwarka island to mainland Okha in Gujarat’s Devbhumi Dwarka district. Modi began his day by offering prayers at Lord Sri Krishna temple at Beyt Dwarka. He later […]Continue Reading
Odisha News Sports News
ରାଜକୋଟ୍,୧୮/୨ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ ବିଜୟ ବୋଲି କୁହାଯାଉଛି । ସେହିପରି ଇଂଲଣ୍ଡ ପାଇଁ ଏହା ୨ୟ ସର୍ବାଧିକ ବଡ଼ ବ୍ୟବଧାନରେ ପରାସ୍ତ ହୋଇଛି ।ଏହି ଟେଷ୍ଟ ମ୍ୟାଚରେ ନିଜର ପ୍ରଥମ ଇନିଂସରେ ଭାରତ ୪୪୫ ରନ କରିଥିବାବେଳେ ଇଂଲଣ୍ଡ […]Continue Reading
Odisha News Sports News
ଅହମଦାବାଦ,୧୪/୧୦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ୮ ଥର ମୁକାବିଲା ହୋଇଥିବାବେଳେ ଭାରତ ୮ଟି ଯାକ ମ୍ୟାଚରେ ବିଜୟ ହାସଲ କରିଛି ।ଏହି ମ୍ୟାଚରେ ପାକିସ୍ତାନ ଭାରତ ଆଗରେ ୧୯୨ ରନର ଲକ୍ଷ୍ୟ ରଖିଥିଲା । ଏହି ଲକ୍ଷ୍ୟକୁ […]Continue Reading
Odisha News Sports News
ଅହମଦାବାଦ,୧୪/୧୦: ମୋଟେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଶନିବାର ଦୁଇ ଚିର ପ୍ରତିଦ୍ବଦ୍ବୀ ଭାରତ ଓ ପାକିସ୍ତାନ ବିଶ୍ବକପ୍ ମୁକାବିଲାରେ ପରସ୍ପରକୁ ଭେଟିବେ। ଅପରାହ୍ଣ ୨ଟାରେ ଏହି ମହାମୁକାବିଲା ଆରମ୍ଭ ହେବ। ଏଥିପାଇଁ ସଂପୂର୍ଣ୍ଣ ଅହମଦାବାଦ ସହରକୁ ହାଇ ଆଲର୍ଟରେ ରଖାଯାଇଛି।ମ୍ୟାଚ୍ର ୪୮ ଘଣ୍ଟା ପୂର୍ବରୁ ପାକିସ୍ତାନ ଏଠାକାର ପିଚ୍ ଓ ପଡ଼ିଆକୁ ଅନୁଧ୍ୟାନ କରିସାରିଥିଲା ବେଳେ ଭାରତ ଶୁକ୍ରବାର ସନ୍ଧ୍ୟାରେ ହାଲ୍କା ଅଭ୍ୟାସ କରିଛି। ଲିଗ୍ ପର୍ଯ୍ୟାୟ Continue Reading
Seo wordpress plugin by www.seowizard.org.