Home Posts tagged hanging dead body
Odisha News
ଭୁବନେଶ୍ୱର,୪/୭: ପୁରୁଷ ବନ୍ଧୁଙ୍କୁ ସ୍ୱାମୀର ପରିଚୟ ଦେଇ ଲଜରେ ରହିଥିଲେ ଯୁବତୀ। ଆଜି ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ। ହେଲେ ପୁରୁଷ ବନ୍ଧୁ ଚମ୍ପଟ ମାରିଛନ୍ତି। ଏପରି ଅଭିଯୋଗ ଆସିଛି ରାଜଧାନୀ ଭୁବନେଶ୍ୱରଠାରୁ ଅଳ୍ପ ଦୂର ଜଟଣୀରୁ।ରବିବାର ଅପରାହ୍ନରେ ଜଟଣା ସୀତାରାମ ଛକ ନିକଟରେ ଥିବା ଏକ ଲଜରେ ଜଣେ ଯୁବକ ଓ ଜଣେ ଯୁବତୀ ରହିଥିଲେ। ଉଭୟ ସ୍ୱାମୀ ଓ ସ୍ତ୍ରୀର ପଳରିଚୟ ଦେଇଥିଲେ। ହୋଟେଲ୍ ରେଜିଷ୍ଟାରରେ ଉଭୟଙ୍କ ନାଁ ସ୍ମୃତିରଞ୍ଜନ ଜେନା ଓ ରଶ୍ମୀତା Continue Reading
Odisha News
ଭୁବନେଶ୍ବର,୨୬/୩: ଖଣ୍ଡଗିରି ଜାଗମରା ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପ୍ରେମିକାର ଓଢ଼ଣୀରେ ଝୁଲି ଜଣେ ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜାଗମରାର ଏକ ଓୟ ରୁମ୍ ଭିତରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍।ମୃତ ଯୁବକ ଜଣକ ହେଲେ ଦୁର୍ଗା ପ୍ରସାଦ ମିଶ୍ର। ତାଙ୍କ ଘର ନିଆଳି ଅଞ୍ଚଳରେ। ସୂଚନା ରହିଛି ଯେ ପ୍ରେମିକା ଗାଧୁଆଘରକୁ ଯାଇଥିବା ବେଳେ ପ୍ରେମିକ ନିଜ ଜୀବନ ହାରିଛନ୍ତି।ସୂଚନାରୁ ପ୍ରକାଶ କି ଜନ୍ମଦିନ ପାଳିବା ପାଇଁ Continue Reading
Odisha News
ବଲାଙ୍ଗିର,୨୬/୨: ଦୁଇ ଦିନ ହେଲା ନିଖୋଜ ଥିବା ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଶାଖାର ସ୍ମୃତି ଆଣ୍ଡ ସ୍ପନ୍ଦନ ଫାଇନାନ୍ସ କମ୍ପାନୀର କର୍ମଚାରୀ ସାବଲୀୟତ ହରିପାଲଙ୍କ ମୃତଦେହ ମିଳିଛି। କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବିର୍ଣ୍ଣକ୍ଷ ଡାଙ୍ଗବାହାଲି ଫିଲ ପାଖ ପତରାରୁ ତାଙ୍କ ମୃତଦେହ ମିଳିଛି। ଆଜି ସକାଳେ ଲୋକେ ତାଙ୍କ ମୃତଦେହକୁ ଠାବ କରି ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।ସାବଲୀୟତଙ୍କ ମୃତଦେହ ଗଛରୁ ଏକ କଳା ରଙ୍ଗର Continue Reading
Odisha News
କଟକ,୧୮/୧୨: ବାରଙ୍ଗ ଥାନା ଏଏସ୍ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶୋକ ପ୍ରଧାନ। ନନ୍ଦନକାନନର ପଦାସାହି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ କରୁଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।Continue Reading
Odisha News
ଯାଜପୁର,୧୭/୭: ଯାଜପୁର ରୋଡ୍ ଥାନା ଦଳା ଗ୍ରାମ ଶିବ ମନ୍ଦିର ନିକଟରେ ଭଡ଼ା ଘରେ ଏକ ନବବିବାହିତ ଦମ୍ପତି ଆତ୍ମହତ୍ୟା କରଥିବା ଅଭିଯୋଗ ହୋଇଛି।ମୃତକ ଦ୍ୱୟ ହେଲେ ଶଙ୍କର ଦୟାଲ ନାୟକ ଓ ତାଙ୍କ ପତ୍ନୀ। ଶଙ୍କରଙ୍କ ଘର ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଫୁଲୱାର କସବା ଅଞ୍ଚଳରେ।ଶଙ୍କର ଓ ତାଙ୍କ ପତ୍ନୀ ଦଳାଙ୍କ ମୃତଦେହ ଆଜି ଫ୍ୟାନ୍ରେ ଝୁଲି ରହିଥିବା ଦେଖିବାକୁ ମିଳିଥିଲା। ତେଣୁ ସେମାନେ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି। ତେବେ ଆତ୍ମହତ୍ୟାର କାରଣ […]Continue Reading
Odisha News
ଭୁବନେଶ୍ୱର,୫/୭: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଆଚାର୍ଯ୍ୟ ବିହାରରେ ଥିବା ଏକ ଭଡ଼ା ଘରୁ ଉଦ୍ଧାର କରାଯାଇଛି।ମୃତ ଛାତ୍ରୀ ଜଣକ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଗଉଇ ପଢ଼ୁଥିଲେ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ କାରଣ ଜଣାପଡ଼ି ନାହିଁ। କମିଶନରେଟ୍ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।ଗତ ୨ ତାରିଖରେ ବିଜେବି କଲେଜର ଯୁକ୍ତ ୩ ଛାତ୍ରୀ ରୁଚିକା ମହାନ୍ତି ହଷ୍ଟେଲ୍ ରୁମ୍ରେ ରଶି Continue Reading
Top Stories
ବାରିପଦା,୨୬/୬: ଗୋଟିଏ ଡାଳରେ ଝୁଲୁଛି ଯୁବକ ଏବଂ ଯୁବତୀଙ୍କ ମୃତଦେହ। ଆଜି ମୟୂରଭଞ୍ଜ ଜିଲ୍ଲାର ମୋରଡ଼ା ଥାନା ଅନ୍ତର୍ଗତ ମାକୁନ୍ଦ ଜଙ୍ଗଲରେ ଏହି ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି।ଅପରାହ୍ନରେ ମାକୁନ୍ଦ ଗ୍ରାମର କିଛି ଲୋକ ଜଙ୍ଗଲକୁ ଯାଇଥିବା ବେଳେ ଏହି ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ।ପ୍ରାଥମିକ ସୂଚନା ମୁତାବକ, ମୃତ ଯୁବକଙ୍କ ଘର ବେତନଟୀ ଥାନା ଅନ୍ତର୍ଗତ ଛାତନା ଗ୍ରାମରେ ହୋଇଥିବା ଜଣାପଡ଼ିଛି। ତେବେ ଯୁବତୀଙ୍କ ପରିଚୟ ମିଳିପାରିନାହିଁ। ଦୁହେଁ Continue Reading
Odisha News
ଭୁବନେଶ୍ବର, ୨୪/୬: ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି।ସେ ଭୁବନେଶ୍ବରର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ଘରୁ ରାଇମୋହନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିବାରିକ ଅସନ୍ତୋଷକୁ ନେଇ ସେ ଜୀବନ ହାରିଥିବା କୁହାଯାଉଛି।ଉଲ୍ଲେଖଯୋଗ୍ୟ, ଓଲିଉଡ ଓ ଯଲିଉଡର ଚର୍ଚ୍ଚିତ ଖଳନାୟକ ରାଇମୋହନ ପରିଡ଼ା ୧୯୮୬ ମସିହାରେ ମୁକ୍ତିଲାଭ କରିଥିବା ବସନ୍ତ ନାୟକଙ୍କ Continue Reading
Odisha News
ଭୁବନେଶ୍ୱର,୨୦/୬: ଭଡ଼ା ଘରୁ ମିଳିଲା ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଝୁଲନ୍ତା ମୃତଦେହ। ମୃତଦେହ ନିକଟରୁ ଏକ ସୁଇସାଇଡ ନୋଟ ମିଳିଥିଲେ ବି ଏହା ପଛର କାରଣକୁ ନେଇ ଦେଖାଦେଇଛି ସସ୍ପେନ୍ସ । ଏହା ହତ୍ୟା ନା ଆତ୍ମହତ୍ୟା ନା ୟା ପଛରେ ଅନ୍ୟ କିଛି କାରଣ ରହିଛି ତାକୁ ନେଇ ପ୍ରଶ୍ନ ଉଠିଛି ।ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଅଞ୍ଚଳର ରଶ୍ମିରେଖା ଗତ ପ୍ରାୟ ଦେଢ ମାସ ହେବ ଭୁବନେଶ୍ୱର ନୟାପଲ୍ଲୀ ଗଡ଼ ସାହି ସ୍ଥିତ ଭଡ଼ା […]Continue Reading
Odisha News
ଭୁବନେଶ୍ୱର, ୧୫/୪: ରାଜଧାନୀ ଭୁବନେଶ୍ୱରର ନାଲକୋ ଛକରେ ଗଛରେ ବନ୍ଧା ହୋଇଛି ମୃତଦେହ। ନାଲକୋ ଛକରେ ଥିବା ଏକ ବଡ଼ ଗଛରେ ବେକକୁ ଗାମୁଛାରେ ବନ୍ଧା ହୋଇ ବସିଥିବା ଅବସ୍ଥାରେ ଜନୈକ ଯୁବକର ମୃତଦେହ ଦେଖିବାକୁ ମିଳିଛି।ଏଯାଏ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଛି।ବ୍ୟକ୍ତିଜଣକ ବେକରେ ଗାମୁଛା ଦେଇକି ଆତ୍ମହତ୍ୟା କରି ଥାଇ ପାରନ୍ତି ବୋଲି ଜଣା ପଡୁଥିବା ବେଳେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର […]Continue Reading
Seo wordpress plugin by www.seowizard.org.