Home Posts tagged HANGING DEAD BODY IN CHAKEISIANI AT BHUBANESWAR
Odisha News
ଭୁବନେଶ୍ବର, ୯/୭: ରାଜଧାନୀରେ ଏକ ଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେସିଆଣି ନିକଟ ଶ୍ରୀରାମନଗର ବସ୍ତି ଅଞ୍ଚଳରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ।ଭଡ଼ା ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ମଞ୍ଚେଶ୍ୱର ଥାନା ପୁଲିସ। ମୃତ ଯୁବତୀଙ୍କ ନା କଶିସ୍ ଓ ତାଙ୍କ ଘର ଉତ୍ତରପ୍ରଦେଶରେ ବୋଲି ସୂଚନା ମିଳିଛି।ଭଡ଼ାଟିଆଙ୍କ କହିବା ଅନୁସାରେ, ଉକ୍ତ ଯୁବତୀଙ୍କୁ ଘରୋଇ କେୟାର ଟେକର ଭାବେ ରଖିଥିଲେ। Continue Reading
Seo wordpress plugin by www.seowizard.org.