
ଭୁବନେଶ୍ୱର,୧୩/୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଚଳାଇଛି।Continue Reading