Home Posts tagged HANGZHOU
Odisha News
ହାଙ୍ଗଝୌ, ୨୭/୧୦ : ଚୀନର ହାଙ୍ଗଝୌରେ ଚାଲିଥିବା ଏସିଆନ୍ ପାରା ଗେମ୍ସରେ ବ୍ୟାଡମିଣ୍ଟନରେ ଚମତ୍କାର ପ୍ରଦର୍ଶନ କରିଥିବା ରାଜ୍ୟର ପ୍ରମୋଦ ଭଗତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ପ୍ରମୋଦ ଗୋଟିଏ ସ୍ୱର୍ଣ୍ଣ ସହିତ ମୋଟ ୩ଟି ପଦକ ଜିତିଛନ୍ତି।ଆଜି ପ୍ରମୋଦ ଭଗତ ପୁରୁଷ ଏକକ ଏସ୍ଏଲ୍୩ ବର୍ଗରେ ଅନ୍ୟତମ ଭାରତୀୟ ପ୍ରତିଯୋଗୀ ନୀତେଶ କୁମାରଙ୍କୁ ୨୨-୨୦, ୧୮-୨୧ ଓ ୨୧-୧୯ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ Continue Reading
Odisha News
ହାଙ୍ଗଝୌ,୨୭/୧୦:ପାରା ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ। ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ଭଗତ ହାତେଇଲେ ସ୍ୱର୍ଣ୍ଣ ପଦକ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ପ୍ରମୋଦ ଭଗତ ଏହି ପଦକକୁ ନିଜ ନାଁରେ କରି ଦେଇଛନ୍ତି।ଫାଇନାଲରେ ସେ ନିତେଶଙ୍କୁ ୨୨-୨୦, ୧୮-୨୧, ୨୧-୧୯ରେ ହରାଇଛନ୍ତି । । ପ୍ରଥମ ଥର ପାଇଁ ଏସିଆନ ଗେମ୍ ଗେମ୍ସରେ ୩ ଟି ପଦକ ହାସଲ କରିଛନ୍ତି ପ୍ରମୋଦ । ୨୦୧୮ ପାରା ଏସୀୟ କ୍ରୀଡ଼ାରେ ବି […]Continue Reading
Odisha News Sports News
ହାଙ୍ଗଜୌ,୭/୧୦: ଚୀନର ହାଙ୍ଗ୍ଜୌରେ ଚାଲିଥିବା ୧୯ତମ ଏସୀୟ କ୍ରୀଡ଼ାରେ ଆଜି ୧୦୦ତମ ପଦକ ଜିଣି ଭାରତୀୟ ଦଳ ତା’ର ଲକ୍ଷ୍ୟ ‘ଇସ୍ ବାର୍ ସୌ ପାର୍’ (ଏଥର ଏକଶହ ଟପିବ) ହାସଲ କରିଛି।ଭାରତର ଏହି କୃତ୍ବିତ୍ବକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ୍’ କରି ଲେଖିଛନ୍ତି: ଏସୀୟ କ୍ରୀଡ଼ାରେ ଭାରତ ନିମନ୍ତେ ଉଲ୍ଲେଖନୀୟ କୃତ୍ବିତ୍ବ। ନିର୍ଦ୍ଧାରିତ ଲକ୍ଷ୍ୟ ୧୦୦ଟି ପଦକ ହାସଲ କରିଥିବାରୁ ଭାରତବାସୀ ଉଲ୍ଲସିତ। ଆମର ଅସାଧାରଣ କ୍ରୀଡ଼ାବିତ୍, Continue Reading
Odisha News Sports News
ହାଙ୍ଗଝୌ,୬/୧୦: ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି।ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର ପୂର୍ବତନ ଅଧିନାୟକ ମନପ୍ରୀତ ସିଂହ, ବର୍ତ୍ତମାନର ଅଧିନାୟକ ହରମନପ୍ରୀତ ସିଂହ(୨ଟି) ଓ ଅଭିଷେକ ମଧ୍ୟ ଗୋଲ ସ୍କୋର କରିଛନ୍ତି।ଭାରତ ୪ର୍ଥ ଥର ପାଇଁ ଏସିଆନ Continue Reading
Odisha News Sports News
ହାଙ୍ଗଝୁ ,୧/୧୦: ଚୀନର ହାଙ୍ଗଝୁଠାରେ ଖେଳାଯାଉଥିବା ଏସୀୟ କ୍ରୀଡ଼ାରେ ଭାରତୀୟ ଖେଳାଳିମାନଙ୍କ ସଫଳ ପ୍ରଦର୍ଶନ ଜାରି ରହିଛି । ଏସୀୟ କ୍ରୀଡ଼ାରେ ୩୦ ମିଟର ଷ୍ଟିପଲଚେଜରେ ସ୍ୱର୍ଣ୍ଣ ପଦକ ଜିତିବାରେ ଅବିନାଶ ସାବଲେ ପ୍ରଥମ ଭାରତୀୟ ପୁରୁଷ ହୋଇଛନ୍ତି।ସେ ୮ ମିନିଟ୍ ୧୯.୫ ସେକେଣ୍ଡରେ ଏହି ଦୂରତ୍ବ ହାସଲ କରି ଏକ ନୂଆ ଏସୀୟ କ୍ରୀଡ଼ା ରେକର୍ଡ ସ୍ଥାପନ କରିଛନ୍ତି । ସେହିପରି ତେଜିନ୍ଦରପାଲ୍ ସିଂ ସଟପୁଟରେ ସ୍ବର୍ଣ୍ଣ ଜିତିଛନ୍ତି । ସେ ୨୦.୩୬ ମିଟର ଫିଙ୍ଗି […]Continue Reading
Seo wordpress plugin by www.seowizard.org.