Home Posts tagged Health Minister
Odisha News
ଝାରସୁଗୁଡା,୩୦/୧: ଶେଷରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡାରୁ ଵିଧାୟକ ଥିବା ନବ ଦାସ । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହକାରେ ଆଜି ଝାରସୁଗୁଡାବାସୀ ତାଙ୍କର ପ୍ରିୟ ନେତାଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି । ଉଲ୍ଲେଖ ଥାଉ କି ଗତକାଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ Continue Reading
Odisha News
ଭୁବନେଶ୍ୱର,୨୯ ।୧: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ତିନି ରାଉଣ୍ଡ ଗୁଳି ତାଙ୍କ ମନ୍ତ୍ରୀଙ୍କ ଛାତି ରେ ବାଜିଛିଥିବା ସୂଚନା ମିଳିଛି । ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଦୁର୍ବୃତ୍ତ ଆଜି ଗୁଳିମାଡ଼ କରିଛି। ତାଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମନ୍ତ୍ରୀ ନବ ଦାସଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ Continue Reading
Seo wordpress plugin by www.seowizard.org.