Home Posts tagged health minister mukesh mahalinga
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।ମନ୍ତ୍ରୀ କହିଛନ୍ତି ୨୦୧୪ରେ ଯେତେବେଳେ ମୋଦୀ ସରକାର ଆସିଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ Continue Reading
Seo wordpress plugin by www.seowizard.org.