
କଟକ,୧୬/୧୧ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ନିର୍ଦ୍ଦେଶକ ପଦବୀ ପୂରଣ ସମ୍ପର୍କିତ ଅଦାଲତ ଅବମାନନା ମାମଲାରେ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ ସରୋଜ ମିଶ୍ର ଆଜି ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ନିୟମିତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ଓ ଖୁବଶୀଘ୍ର ଏହା କାର୍ଯ୍ୟକାରୀ କରିବାର ପ୍ରତିଶ୍ରୁତି ଦେଇ ସେ କ୍ଷମା ପ୍ରାର୍ଥନା Continue Reading