
ଭୁବନେଶ୍ବର,୨/୬: ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମପ୍ରବାହ। ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି।ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ରାଜ୍ୟର ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଆଜି ଗ୍ରୀଷ୍ମପ୍ରବାହ ଜାରି ରହିବ।ବଲାଙ୍ଗୀର ଓ ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି, ନୂଆପଡ଼ା, ସୋନପୁରରେ ୟେଲୋ Continue Reading