
ଭୁବନେଶ୍ୱର, ୨୧/୪ : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି, ବିଶେଷକରି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏପ୍ରିଲ ୨୪ ଏବଂ ୨୫ ତାରିଖରେ ଏହା ୪୫ ଡିଗ୍ରି ସେଲସିୟସ ଅତିକ୍ରମ କରିପାରେ।କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ଏବଂ ବର୍ଷା ଯୋଗୁ ଗରମରୁ ଅଳ୍ପ ସମୟ ପାଇଁ ମୁକ୍ତି ପାଇବା ପରେ ତାପମାତ୍ରା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ପଶ୍ଚିମ ଓଡ଼ିଶାର ଅନେକ ସହରରେ Continue Reading