Home Posts tagged Heat wave in Odisha (Page 3)
Odisha News
ଭୁବନେଶ୍ବର, ୨୫/୪: ଆଜି ଦିନ ତମାମ ରାଜ୍ୟବାସୀ ତତଲା ଖରା ଓ ଝାଞ୍ଜିରେ ଭାଜି ହୋଇଛନ୍ତି। ଅପରାହ୍ଣ ୨ଟା ୩୦ରେ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି।ଏଥିରେ ଝାରସୁଗୁଡ଼ା ସର୍ବାଧିକ ରହିଛି। ଝାରସୁଗୁଡ଼ାବାସୀ ଦିନ ୨ଟା ୩୦ରେ ୪୩.୬ ଡିଗ୍ରିରେ ସିଝିଛନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଝାରସୁଗୁଡ଼ା ପରେ ଭୁବନେଶ୍ବର, ସମ୍ବଲପୁର ଓ ହୀରାକୁଦ ଦ୍ବିତୀୟ ସର୍ବାଧିକ Continue Reading
Odisha News
ଭୁବନେଶ୍ବର, ୨୩/୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବି ରାଜ୍ୟ ସାରା ପ୍ରବଳ ଖରା ସହିତ ଗୁଳୁଗୁଳି ଅନୁଭୂତ ହୋଇଛି। ସକାଳ ୮ଟା ପରଠାରୁ ଅପରାହ୍ଣ ସାଢ଼େ ୩ଟା ପର‌୍ୟ୍ୟନ୍ତ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଟାଣ ଖରାଯୋଗୁଁ ରାସ୍ତାଘାଟ ଖାଲିଖାଲି ଅନୁଭୂତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଦିନ ୨ଟା ୩୦ରେ ଭୁବନେଶ୍ବରର ତାପମାତ୍ରା ସର୍ବାଧିକ ୪୧.୮ ଡିଗ୍ରି ରେକର୍ଡ କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ Continue Reading
Odisha News
ଭୁବନେଶ୍ୱର, ୨୨/୪ : ରେକର୍ଡ ତାତି। ଚଳିତ ସିଜିନର ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ପ୍ସଉ ରେକର୍ଡ କରାଯାଇଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଶୋସାଲ୍ ମିଡ଼ିଆ ଢ ରେ ସୂଚନା ଦେଇଛନ୍ତି।ଶ୍ରୀ ଦାସଙ୍କ ସୂଚନା ଅନୁସାରେ ଆଜି ଦିନ ସାଢ଼େ ୨ଟା ସୁଦ୍ଧ ଭୁବନେଶ୍ୱରରେ ୪୩.୮ ଡିଗ୍ରୀ, ବାଲେଶ୍ୱରରେ ୪୦.୭ Continue Reading
Odisha News
ଭୁବନେଶ୍ବର,୨୦/୪: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଆଜି ଝାରସୁଗୁଡାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬, ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ Continue Reading
Odisha News
ଭୁବନେଶ୍ବର, ୪/୪: ଏପ୍ରିଲ ପ୍ରଥମ ସପ୍ତାହରୁ ପ୍ରବଳ ଖରା ଅନୁଭୂତ ହୋଇଛି। ଖରାରେ ରାଜ୍ୟବାସୀ ସିଝିଛନ୍ତି।ମାଲକାନଗିରି ଓ ବୌଦ୍ଧରେ ଅଧିକ ଅସହ୍ୟ ହୋଇପଡ଼ିଛି। ଉଭୟ ମାଲକାନଗିରି ଓ ବୌଦ୍ଧରେ ଆଜି ଦିନର ତାପମାତ୍ରା ସର୍ବାଧିକ ୪୨ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଭବାନୀପାଟଣା ଓ Continue Reading
Odisha News
ଭୁବନେଶ୍ବର, ୨୯/୩ : ମାର୍ଚ୍ଚ ଶେଷ ସପ୍ତାହରୁ ଆରମ୍ଭ ହୋଇଗଲାଣି ଟାଣ ଖରା। ସକାଳ ୧୦ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଗକୁ ଆହୁରି ତାପମାତ୍ରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ତେବେ ଆଜି ସକାଳ ସାଢ଼େ ୧୧ଟା ସୁଦ୍ଧା ଚାନ୍ଦବାଲିରେ ତାପମାତ୍ରା ୩୬ ଡିଗ୍ରୀ ପାର କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ଟ୍ୱିଟ୍ ଅନୁସାରେ, ଦିନ ସାଢ଼େ ୧୧ଟା Continue Reading
Odisha News
ଭୁବନେଶ୍ବର, ୨୮/୩: ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଛି। ସେହିପରି ୧୩ଟି ସହରରେ ପାରା ୩୮ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପାରଳାଖେମୁଣ୍ଡିରେ ଆଜି ସର୍ବାଧିକ ତାପମାତ୍ରା ୩୯.୮ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ୩୯.୫, ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨ ଓ ଭବାନୀପାଟଣାରେ ପାରା ୩୯ Continue Reading
Odisha News
ଭୁବନେଶ୍ୱର,୧/୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚେତନତା ମୂଳକ ପଦକ୍ଷେପ ନେଇଛି।ପ୍ରତ୍ୟେକ ବିଦ୍ୟାଳୟ, କଲେଜ ଓ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଇଁ କର୍ତ୍ତୃପକ୍ଷ ପିଇବା ପାଣି ବ୍ୟବସ୍ଥା କରିବେ ।ଆବଶ୍ୟକ ସ୍ଥଳେ ଓଆରଏସ୍ ବ୍ୟବସ୍ଥା କରିବେ । ଅତ୍ୟଧିକ ଖରାକୁ ଦୃଷ୍ଟିରେ ରଖି ଆଉଟ ଡୋର୍ କାର୍ଯ୍ୟକ୍ରମ Continue Reading
Odisha News
ଭୁବନେଶ୍ୱର, ୨୦/୨ : ବୈଶାଖ ଓ ଜ୍ୟେଷ୍ଠ ମାସ ଆସିବାକୁ ଆହୁରି ଢେର ସମୟ ବାକି ଅଛି। ଏବେ ଚାଲିଛି ମାଘ। ତା’ପରେ ଆସିବ ଫାଲ୍ଗୁନ ଓ ଚୈତ୍ର। ତା’ପରେ ଆସିବ ବୈଶାଖ। କିନ୍ତୁ ଏବେଠୁ ଦାଉ ସାଜିଲାଣି ଖରା।ଆଜି ରାଜ୍ୟର ୧୫ଟି ସହରର ସର୍ବୋଚ୍ଚ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ବା ତା’ ଉପରେ ରେକର୍ଡ ହୋଇଛି। ଆଉ ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୭ […]Continue Reading
Odisha News
ଭୁବନେଶ୍ୱର,୧୯/୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁର ଆଗମନ ହୋଇ ନଥିଲେ ସୁଦ୍ଧା ସୋମବାର ପ୍ରବଳ ଖରାରୁ ଆଶ୍ବସ୍ତି ମିଳିଛି। ୨୪ ଘଣ୍ଟା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଓ ଗରମ ହୋଇଥିଲେ ବି ଆଜି ଏଥିରେ ପରିବର୍ତ୍ତନ ଦେଖିବାକୁ ମିଳିଛି।କେବଳ ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୦.୮ଡିଗ୍ରି ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭାଗ ପକ୍ଷରୁ ଏହି ସୂଚନା Continue Reading