
ଭୁବନେଶ୍ବର,୧୫/୪: କ୍ରମାଗତ ଭାବେ ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ସକାଳ ୭ଟାରୁ ସୂର୍ଯ୍ୟଦେବତାଙ୍କ ପ୍ରଖର କିରଣ ଆରମ୍ଭ ହୋଇଯାଇଯାଉଛି। ଅପରାହ୍ଣ ବେଳକୁ ଆହୁରି ତତାଉଛି। ଜରୁରି କାମ ନଥିଲେ ଲୋକେ ବାହାରକୁ ଯିବାକୁ ଚାହୁଁ ନାହାନ୍ତି। ଆଜି ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ଓ ଝାରସୁଗୁଡ଼ା ସର୍ବାଧିକ ୪୧ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।ଆଜି ଦିନ ୨ ଟା ୩୦ ସୁଦ୍ଧା ତାପମାତ୍ରାଭୁବନେଶ୍ୱର: ୪୧.୦ ଡ଼ିଗ୍ରିଝାରସୁଗୁଡା: ୪୧.୦ Continue Reading