ଭୁବନେଶ୍ୱର,୬/୩: ମାର୍ଚ୍ଚ ଆରମ୍ଭରୁ ଡରାଇଲାଣି ତାତି । ଶୁଖିଲା ପାଗ ସାଙ୍ଗକୁ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆରବ ସାଗର ଆଡୁ ପୂର୍ବ ଭାରତ ଆଡକୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବା ଯୋଗୁଁ ଓ ବାୟୁମଣ୍ଡଳର ଉପରିଭାଗରେ ଏକ ଟ୍ରଫ୍ ପୂର୍ବ ଦିଗକୁ ଗତି କରିବାସମ୍ଭାବନା ଥିବାରୁ ଆସନ୍ତା ୧୩ ତାରିଖରୁ ରାଜ୍ୟରେ ଦିନର ତାପମାତ୍ରା ବୃଦ୍ଧି ପାଇବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର […]Continue Reading
ଭୁବନେଶ୍ୱର, ୪/୩: ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଖରାଟିଆ ପାଗ ହେବା ସହିତ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଦକ୍ଷିଣ ସବୁଠୁ ଉତ୍ତପ୍ତ ହେବ ।ଚଳିତ ମାସ ୭ରୁ ୧୨ ତାରିଖ ମଧ୍ୟରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବ । ସେହିପରି ସର୍ବାଧିକ ତାପମାତ୍ରା ଉପକୂଳ ଜିଲ୍ଲାରେ ଆସନ୍ତା ୬ ତାରିଖ ପର୍ଯ୍ୟ ନ୍ତ ୨ ଡିଗ୍ରୀ ସେଲସିୟସ୍ ପର୍ୟ୍ୟନ୍ତ ବଢ଼ିବ । ୭ରୁ ୧୨ ମଧ୍ୟରେ ପ୍ରାୟ ୩ ଡିଗ୍ରୀ […]Continue Reading