
ଭୁବନେଶ୍ୱର, ୧୫/୯ : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ଲଘୁଚାପଟି ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିଲା । ଏହି ଲଘୁଚାପ ଉତ୍ତର ପଶ୍ଚିମ ଦେଇ ଗତି କରୁଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ତିନି ଜିଲ୍ଲାକୁ ଅରେଞ୍ଜ Continue Reading