
ଭୁବନେଶ୍ୱର,୨୭/୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ, କଟକ ଓ ନୟାଗଡରେ ପ୍ରବଳ Continue Reading