Home Posts tagged heavy rainfall (Page 2)
Odisha News
ଭୁବନେଶ୍ବର,୨୦/୭ : ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଥିବାରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।ଗୁରୁବାର Continue Reading
Odisha News
ଭୁବନେଶ୍ୱର,୧୮/୭: ଚାଷୀଙ୍କ ପାଇଁ ଖୁସୀ ଖବର। ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି।ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ବିକେନାରରୁ ବାହାରି ନାରନୁଲ, ଶିବପୁରୀ, ମାଣ୍ଡଲା, Continue Reading
Odisha News
ଭୁବନେଶ୍ୱର,୧୫/୭: ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ସକାଳେ ଟ୍ୱିନ୍ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆଜିଠୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ପାରାଦୀପରେ ୧୦୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୮୬.୬ ମିମି,ଢେଙ୍କାନାଳରେ ୭୦ ମିମି Continue Reading
Odisha News
ନୂଆଦିଲ୍ଲୀ,୧୦/୭ : ଉତ୍ତର-ପଶ୍ଚିମ ଭାରତର ଅନେକ ଭାଗରେ ଶନି ଓ ରବିବାର ପ୍ରବଳ ବର୍ଷା ହେବା ସହ ଦିଲ୍ଲୀ ୪୦ ବର୍ଷ ରେକର୍ଡ ଭାଙ୍ଗିଛି। ରବିବାର ସକାଳ ୮ଟା ୩୦ ସୁଦ୍ଧା ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୧୫୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ଯାହା ୧୯୮୨ ପରଠାରୁ ଜୁଲାଇରେ ଗୋଟିଏ ଦିନରେ ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।ଉତ୍ତର-ପଶ୍ଚିମ ଭାରତରେ ଗତ ଦୁଇଦିନ ମଧ୍ୟରେ ଲଗାତାର ବର୍ଷା ହୋଇଛି। ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, ହରିୟାଣା, […]Continue Reading
Odisha News
ଭୁବନେଶ୍ୱର,୪/୭: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।ଅନ୍ୟପକ୍ଷରେ ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଏବଂ Continue Reading
Odisha News
ଭୁବନେଶ୍ବର,୨/୭: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବିସ୍ତୃତି ବଢିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।ସେ କହିଛନ୍ତି, ୪ ତାରିଖରୁ ସମଗ୍ର ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ। ଏହା ସହ ଆଜି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ Continue Reading
Odisha News
ଭୁବନେଶ୍ୱର,୨୫/୬: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ରବିବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତି Continue Reading
Odisha News
ନୂଆଦିଲ୍ଲୀ,୨୫/୬: ଭାରତର ପ୍ରତ୍ୟେକ ସ୍ଥାନକୁ ଚଳିତବର୍ଷ ଯଥାସମୟରେ ମୌସୁମୀ ଆସିଛି। ବିଶେଷ କରି ଗୁଜୁରାଟ, ରାଜସ୍ଥାନ, ହରିଆନା, ପଞ୍ଜାବ ଓ ଜାମ୍ମୁ କାଶ୍ମୀରର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ରବିବାର ଦିଲ୍ଲୀ ଓ ମୁମ୍ବାଇକୁ ମୌସୁମୀ ଏକତ୍ର ଛୁଇଁଛି।୬୨ ବର୍ଷ ପୂର୍ବେ ଅର୍ଥାତ ୧୯୬୧ ମସିହା ଜୁନ ୨୧ ତାରିଖରେ ମୁମ୍ବାଇ ଓ ଦିଲ୍ଲୀକୁ ଏକତ୍ର ମୌସୁମୀ ଛୁଇଁଥିଲା। ଦୀର୍ଘ ୬୨ ବର୍ଷ ପରେ Continue Reading
Odisha News
ଭୁବନେଶ୍ୱର,୨୫/୬: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଜ୍ଝ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଜ୍ଝ ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ।ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି Continue Reading
Seo wordpress plugin by www.seowizard.org.