Home Posts tagged heavy rainfall (Page 3)
Odisha News
ଭୁବନେଶ୍ୱର,୧୮/୩: ରାଜ୍ୟରେ ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ଓ କୁଆପଥର ହେବାର ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ପଶ୍ଚିମା-ଝଡ଼ର ପ୍ରଭାବ ଅଧିକ ରହିବ। ଏହାରି ପ୍ରଭାବରେ ୯ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। କୁଆପଥର ହେବା ସହ ବିଜୁଳି Continue Reading
Odisha News
ଭୁବନେଶ୍ୱର,୨୩/୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ ।୨୫ ତାରିଖ ସକାଳୁ ବାଂଲାଦେଶରେ ପଶିବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଦେଇଛି ।ଆଇଏମ୍ଡି ଆକଳନ ଅନୁଯାୟୀ, ସୃଷ୍ଟି ହୋଇଥିବା ଅବପାତ […]Continue Reading
Odisha News
ଭୁବନେଶ୍ୱର, ୨୯/୯: ପଶ୍ଚିମ କେନ୍ଦ୍ରୀୟ ତଥା ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି ।୧ ତାରିଖରୁ ବର୍ଷାର ପରିମାଣ ବଢିବା ସହ ୨ ଅକ୍ଟୋବର ମହାସପ୍ତମୀରୁ ସମସ୍ତ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ଉପକୂଳର ସମସ୍ତ ୧୧ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଏହାସହ ଉତ୍ତର ଆଭ୍ୟନ୍ତରୀଣ […]Continue Reading
Odisha News
ଭୁବନେଶ୍ଵର,17/9: ବଦଳିଲା ପାଗ । ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ୨୦ ବେଳକୁ ଲଘୁଚାପ । ଏହାର ପ୍ରଭାବରେ ୧୮ ଓ ୧୯ରେ ରାଜ୍ୟର ଅଧିକାଂଶ ସ୍ଥାନରେ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ  । ୨୦ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୪.୫ ରୁ Continue Reading
Odisha News
ଭୁବନେଶ୍ବର, ୧୩/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି ହୋଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏଣୁ, ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ Continue Reading
Odisha News
ଭୁବନେଶ୍ୱର,୧୧/୯: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏବେ ଏହା ଗଞ୍ଜାମ ଜିଲ୍ଲାର ଗୋପାଳପୁରଠାରୁ ଉତ୍ତର ପଶ୍ଚିମ ଦିଗରେ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଧୀରେ ଧୀରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବା ସହ ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ Continue Reading
Odisha News
ଭୁବନେଶ୍ୱର,୧୦/୯: ଗୋଟିଏ ଲଘୁଚାପ ନ ଯାଉଣୁ, ଆସୁଛି ଆଉ ଏକ ଲଘୁଚାପ। ୧୭ରୁ୧୮ ତାରିଖରେ଼ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।ଅନ୍ୟପକ୍ଷରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି Continue Reading
Odisha News
ଭୁବନେଶ୍ୱର,୯/୯: ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି ।ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ […]Continue Reading
National News
Bengaluru,Sept. 5:  Several parts of Bengaluru were waterlogged Monday morning after heavy rainfall Sunday evening with massive traffic jams reported from across the city. According to the India Meteorological Department (IMD), Bengaluru received 131.6 mm of rainfall, just short of breaking an eight-year-old record. On September 26, 2014, Bengaluru received 132.3 mm of Continue Reading
Odisha News
ଭୁବନେଶ୍ୱର, ୫/୯: ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହୋଇପାରେ । କିଛି ସ୍ଥାନରେ ହାଲୁକା ତ’ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ତେବେ ୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୫ରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, […]Continue Reading
Seo wordpress plugin by www.seowizard.org.