Home Posts tagged heavy rainfall (Page 4)
Odisha News
ଭୁବନେଶ୍ୱର,୩/୯: ସେପ୍ଟେମ୍ବର ମାସରେ ଏକ ବାତ୍ୟା ହେବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ମିଳିଛି ଆଶ୍ୱସ୍ତିକର ଖବର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ବାତ୍ୟା ସଂପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) କୌଣସି ସୂଚନା ଜାରି କରି ନାହିଁ। ସେପ୍ଟେମ୍ବର ମାସରେ ବାତ୍ୟା ହେବାର କୌଣସି ସୂଚନା ନାହିଁ। ଏନେଇ ଆକଳନ କରାଯାଇ ନାହିଁ।ସେପ୍ଟେମ୍ବର ମାସରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି Continue Reading
Odisha News
ଭୁବନେଶ୍ୱର,୨୩/୮: ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ। ଯାହାର ପ୍ରଭାବରେ ଆଜି ଠାରୁ ପୁଣି ରାଜ୍ୟରେ ବର୍ଷା ହେବ। ମଙ୍ଗଳବାରଠୁ ତିନି ଦିନ ଧରି ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡିଶା ସମେତ ଅନ୍ୟ ଜିଲ୍ଲାରେ ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, Continue Reading
Odisha News
ଭୁବନେଶ୍ୱର, ୧୯/୮: ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏବଂ ଏହି ଅବପାତ, ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୨୦୦ କିମି ଏବଂ ଦିଘା ଠାରୁ ପୂର୍ବ-ଦକ୍ଷଣ ପୂର୍ବ ଦିଗରେ ୧୪୦ କିମି ଦୂରରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି।ଶୁକ୍ରବାର ମଧ୍ୟରାତ୍ରରୁ ପ୍ରତ୍ୟୁଷ ମଧ୍ୟରେ ଏହା ବାଲେଶ୍ୱର ଓ ଦୀଘା ମଧ୍ୟ ଦେଇ ଉପକୂଳ Continue Reading
Odisha News
ଭୁବନେଶ୍ୱର ୧୪/୮: ଓ୍ବେଲମାର୍କ ଲୋ’ପ୍ରେସର ପରିଣତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଛତିଶଗଡ଼ ଆଡ଼କୁ ମୁହାଁଇବ ।ଆଜି ୧୦ ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୦ ଜିଲ୍ଲାକୁ ରେଡ୍ , ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।ତେବେ ରେଡ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦୦ରୁ ଅଧିକ ମିଲିମିଟର ବର୍ଷା ହେବ । ରେଡ ଏବଂ […]Continue Reading
Odisha News
ଭୁବନେଶ୍ୱର,୧୩/୮: ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ।ଶନିବାର ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା Continue Reading
Odisha News
ଭୁବନେଶ୍ୱର, ୨୦/୬: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇଯାଇଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ୧୩ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି Continue Reading
Seo wordpress plugin by www.seowizard.org.