Home Posts tagged Heavy rains
Odisha News
ଭୁବନେଶ୍ୱର,୧/୮: ଗତକାଲି ହୋଇଥିବା ଲଗାଣ ବର୍ଷାରେ ଭୁବନେଶ୍ୱର ଓ କଟକ ଅବସ୍ଥା ବେହାଲ ହୋଇଥିବା ବେଳେ ଆଜି ବି ଟୁଇନ ସିଟିବାସୀଙ୍କୁ କଲବଲ କରିବ ପ୍ରବଳ ବର୍ଷା ।ଅପରାହ୍ନ ୨ଟା ପର୍ଯ୍ୟନ୍ତ ତୁହାକୁ ତୁହା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ଫଳରେ ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।ଗତକାଲି ଭୁବନେଶ୍ୱରରେ Continue Reading
Odisha News
ଭୁବନେଶ୍ବର,୨୭/୬ : ସୋମବାର ଦିନ ରାଜ୍ୟରେ ଦିନତମାମ ବର୍ଷା ଜାରି ରହିଛି। ସକ୍ରିୟ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ତଥା ୧.୫ କିମି ଉଚ୍ଚତା ଯାଏ ସକ୍ରିୟ ଥିବା ନିମ୍ନଚାପରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାର ଦିନତମାମ ବର୍ଷା ଲାଗି ରହିଥିଲା।ଅନ୍ୟପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିମି ବର୍ଷା ରେକର୍ଡ Continue Reading
Odisha News
ଭୁବନେଶ୍ୱର,୨୪/୬ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ସମସ୍ତ ୩୦ ଜିଲ୍ଲାରେ ମୌସୁମୀ ସକ୍ରିୟ, ୨୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି Continue Reading
National News
CHENNAI, DEC 9: Several parts of Tamil Nadu are witnessing light to moderate rainfall with some places receiving heavy showers on Friday as cyclonic storm ‘Mandous’ continues to move closer to the State’s coastline. It is set to cross coast near here starting midnight, the India Meteorological Department said on Friday. Several weather stations in […]Continue Reading
Odisha News
ନୂଆଦିଲ୍ଲୀ, ୨୧/୭: ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ଓଡ଼ିଶା ଉପରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୨ରୁ ପ୍ରବଳ ବର୍ଷିବ ।ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଜାରି କରିଛି । ଏହାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କ ସୂଚନା ଜାରି କରିଛନ୍ତି ।ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା Continue Reading
Odisha News
ଭୁବନେଶ୍ୱର, ୯/୭ : ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ୧୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖ ଯାଏ ଅନ୍ୟ ଜିଲ୍ଲାରେ ବି ଅଧିକ ବର୍ଷିବ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଦେଇଛି। ୯ ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଭଳି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।୧୦ ଓ ୧୧ରେ […]Continue Reading
Top Stories
ଭୁବନେଶ୍ୱର,୨୯/୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଅଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆର୍ସି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି।ପାଣିପାଗ Continue Reading
Top Stories
ଭୁବନେଶ୍ୱର,୨୭/୬: ସୋମବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ତେବେ ଘୁର୍ଣ୍ଣିବଳୟ ଆଜି ଦକ୍ଷିଣ ଛତିଶଗଡ଼ରେ ବାୟୁମଣ୍ଡଳର ଉପରିଭାଗରେ ଥିବା ବେଳେ ଧୀରେ ଧୀରେ ଦକ୍ଷିଣ ଆଡକୁ ଗତି କରୁଛି ।ଆଜି Continue Reading
National News
JAMMU/ SRINAGAR,JUNE 22: Heavy rains lashed Jammu and Kashmir on Wednesday, triggering flash floods and landslides, with authorities forced to shut schools in several districts including Doda, Kishtwar and Ramban and evacuate people from low-lying areas, while the strategic Jammu-Srinagar national highway remained blocked for the second day leaving hundreds of vehicles Continue Reading
Seo wordpress plugin by www.seowizard.org.