
ଭୁବନେଶ୍ୱର,୨୬/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ କମରୁ ମଧ୍ୟମ ବର୍ଷା ହେଉଥିବାବେଳେ ଅନ୍ୟ କିଛି ସ୍ଥାନରେ ଲଗାତାର ପ୍ରବଳ ବର୍ଷା Continue Reading