
ଭୁବନେଶ୍ୱର,୧୨/୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ଆଗପଛ ହୋଇ ଦାନା ବାନ୍ଧିପାରେ। ଏହା ପ୍ରଭାବରେ ବର୍ଷା ବଢ଼ିବା ନେଇ ସମ୍ଭାବନା ରହିଛି। ତେବେ ଆସନ୍ତା ୧୩ ତାରିଖରୁ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର ଗତି ଉତ୍ତର- ପଶ୍ଚିମ ଆଡ଼କୁ ରହିବା Continue Reading