
ଭୁବନେଶ୍ବର, ୧୩/୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ।ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ Continue Reading