Home Posts tagged hockey star amit rohit das
Odisha News Sports News
ଭୁବନେଶ୍ବର,୧୬/୮: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସ। ଭୁବନେଶ୍ବର ମଧ୍ୟ ବିଧାୟକ ବାବୁ ସିଂ ଅମିତଙ୍କୁ ସ୍ବାଗତ କରିଛନ୍ତି।ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ସମୟରେ ଅମିତ ନିଜର ବ୍ରୋଞ୍ଜ ପଦକ ଦେଖାଇଛନ୍ତି। ଅମିତ ରୋହିଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଉଭୟଙ୍କର ପ୍ରୟାସ ଯୋଗୁ ଓଡ଼ିଶାରେ Continue Reading
Odisha News
ଭୁବନେଶ୍ବର,୭/୧୦: ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଭାରତୀୟ ଟିମ୍ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଉଲ୍ଲେଖଯୋଗ୍ୟ, ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ ପରେ ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ଅଞ୍ଚଳର ଅମିତ ସମସ୍ତଙ୍କ ନଜରକୁ ଆସିଥିଲେ। ୨୦୦୯ରେ ଉପକନିଷ୍ଠ ଏସିଆ କପ୍ରେ ଭାଗନେବା ସହ ୨୦୧୨ରେ ଏସିଆନ Continue Reading
Seo wordpress plugin by www.seowizard.org.