Home Posts tagged Human trial
Odisha News
ହାଇଦ୍ରାବାଦ, ୭।୭: ଭାରତରେ ମଙ୍ଗଳବାରଠୁ ଆରମ୍ଭ ହୋଇଛି କରୋନା ଭାକସିନର ହ୍ୟୁମାନ୍ ଟ୍ରାଏଲ୍ ।ଦେଶର ପ୍ରଥମ ସ୍ବଦେଶୀ କୋଭିଡ୍-୧୯ ଟୀକାକୁ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆନ୍ ମେଡିସିନ୍ ଦ୍ବାରା ହ୍ୟୁମାନ ଟ୍ରାଏଲ ପାଇଁ ଅନୁମତି ମିଳିଛି ।‘କୋଭାକ୍ସିନ୍’ ନାମକ ଟୀକା ବିକାଶ ଭାରତ ବାୟୋଟେକ୍ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ଏବଂ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି (ଏନଆଇଭି) ସହିତ ମିଳିତ ଭାବରେ ବିକଶିତ Continue Reading
Seo wordpress plugin by www.seowizard.org.