Home Posts tagged IAS MANOJ AHUJA AT BHUBANESWAR
Odisha News
ଭୁବନେଶ୍ବର, ୩୦/୬: ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ Continue Reading
Seo wordpress plugin by www.seowizard.org.