Home Posts tagged IAS reshuffle
Odisha News
ଭୁବନେଶ୍ୱର,୨୮।୨ : ଆଇଏଏସ୍ ସ୍ତରରେ ବୁଧବାର ଅଦଳବଦଳ ହୋଇଛି। ତିନି ଜିଲାର ଜିଲାପାଳଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲାପାଳଙ୍କୁ ବଦଳି କରାଯାଇଛି।ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଜିଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲାପାଳ ଦାୟିତ୍ୱ ଦିଆଯାଇଛି।ସେହିପରି ପୁରୀ ଜିଲାପାଳ ଥିଲା ବିଜୟ କୁମାର ଦାଶଙ୍କୁ ସିଏମ୍ସି କମିଶନର ଭାବେ ଦାୟିତ୍ୱ ମିଳିଛି । ଅନ୍ୟପକ୍ଷେ ଆଇଏଏସ୍ Continue Reading
Odisha News
ଭୁବନେଶ୍ୱର,୨୨/୧: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ୧୭ ଜିଲ୍ଲାର ଜିଲ୍ଲାପାଳଙ୍କର ବଦଳି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସର୍ବାଧିକ ଚର୍ଚ୍ଚାରେ ଥିବା ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ସରକାରଙ୍କ ରୋଷର ଶିକାର ହେବାକୁ ପଡ଼ିଛି ।ସମର୍ଥଙ୍କୁ ଜିଲ୍ଲାପାଳ ପଦରୁ ହଟାଇ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ Continue Reading
Odisha News
କଟକ,୧୭/୮ : ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ(ଆଇଜିଆର) ଭାବେ କାର୍ଯ୍ୟରତ ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ହେବେ । ସେ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ ।ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ତଥା ୨୦୧୦ ବ୍ୟାଚ୍ ଆଇଏଏସ୍ ରମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି Continue Reading
Odisha News
ଭୁବନେଶ୍ୱର,୧୬/୬ : ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି ।ଏହାସହିତ ଓଏଏସ ଅଫିସରଙ୍କ ହାତରେ ଥିବା ଖୋର୍ଦ୍ଧା, ଭଦ୍ରକ, ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ପଦବୀକୁ ମଧ୍ୟ ସେମାନଙ୍କଠୁ ଛଡ଼ାଇ ନେଇ ଆଇଏଏସ୍ ଅଫିସରଙ୍କ ହାତରେ ନ୍ୟସ୍ତ କରାଯାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ Continue Reading
Odisha News
ଭୁବନେଶ୍ୱର,୨୭/୭: ଓଡ଼ିଶା ସରକାର ଆଜି ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ପାଞ୍ଚ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂତନ ଦାୟିତ୍ବ ଦିଆଯାଇଛି ବୋଲି ଆଜି ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି।ତେବେ ଅଦଳବଦଳ ହୋଇଥିବା ଅଫିସରଙ୍କ ମଧ୍ୟରେ ଆର.କେ. ଶର୍ମା ହେଲେ କୃଷି ଉତ୍ପାଦନ କମିସନର । ଅନୁ ଗର୍ଗଙ୍କୁ ମିଳିଲା ଜଳ ସମ୍ପଦ ବିଭାଗ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ । ଖଣି ଓ ଇସ୍ପାତ ସଚିବ ହେଲେ ସୁରେନ୍ଦ୍ର କୁମାର […]Continue Reading
Seo wordpress plugin by www.seowizard.org.