Home Posts tagged ILS DR SANDIP MISHRA COMMITS SUICIDE
Odisha News
ଭୁବନେଶ୍ୱର, ୨୫/୮ : ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ସନ୍ଦୀପ ଆତ୍ମହତ୍ୟା Continue Reading
Seo wordpress plugin by www.seowizard.org.