Home Posts tagged imd forecast
Odisha News
ଭୁବନେଶ୍ୱର,୨୩/୧୦: ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ଓଡ଼ିଶାରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ନ ପଡ଼ିଲେ ବି ପୂଜା ପେଣ୍ଡାଲ ଗୁଡ଼ିକ ପ୍ରଭାବିତ ହୋଇପାରନ୍ତି ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଇଏମ୍ଡି ଡିଜି।ସେ କହିଛନ୍ତି ଯେ ଆଜି ସନ୍ଧ୍ୟା ପାଖାପାଖି ଗଭୀର ଅବପାତ ସାଇକ୍ଲୋନିକ୍ ଷ୍ଟର୍ମ ବା Continue Reading
Odisha News
ଭୁବନେଶ୍ୱର,୨୨/୯ : ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ହେବ ବୋଲି ଚର୍ଚ୍ଚା ହେଉଥିଲା। ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଓଡ଼ିଶାରେ ବାତ୍ୟା ହେବାର କୌଣସି ସୂଚନା ନାହିଁ ବୋଲି ସେ କହିଛନ୍ତି।ଆଇଏମଡି ଡିଜି ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଅକ୍ଟୋବର ମାସର ପ୍ରଥମ ସପ୍ତାହରେ ଲଘୁଚାପ ସୃଷ୍ଟି ହୋଇପାରୋ।ଏହି ଲଘୁଚାପଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। କ୍ରମେ Continue Reading
Odisha News
ନୂଆଦିଲ୍ଲୀ,୧୦/୬ : ଏଥର ରଜରେ ଭିଜିବେନି ରାଜ୍ୟବାସୀ ବରଂ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝିବେ। କାରଣ ଏଥର ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଛୁଇଁବା ସହ କର୍ଣ୍ଣାଟକ ଓ ତାମିଲନାଡ଼ୁର କିଛି ଅଂଶରେ ପହଞ୍ଚିଛି । ଏହା ସହିତ ଉତ୍ତର-ପୂର୍ବ ଭାରତର କିଛି ଅଂଶକୁ ଛୁଇଁଛି ।ଆଗାମୀ ୨-୩ଦିନରେ ଏହା ସିକ୍କିମ, ହିମାଳୟ ପାଦବର୍ତ୍ତୀ ପଶ୍ଚିମବଙ୍ଗରେ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ତେବେ Continue Reading
Odisha News
ଭୁବନେଶ୍ବର,୮/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ Continue Reading
Odisha News
ନୂଆଦିଲ୍ଲୀ,୧୧/୪ : ମୌସୁମୀକୁ ନେଇ ବଡ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏଥର ମୌସୁମୀ ସ୍ବାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି।ଆଇଏମଡି କହିଛି ଯେ ଚଳିତ ବର୍ଷ ଜୁନ୍ରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ୮୩.୫ ସେଣ୍ଟିମିଟର ବର୍ଷା ହେବ। ଚଳିତ ବର୍ଷ ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକର ୯୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା Continue Reading
Seo wordpress plugin by www.seowizard.org.