Home Posts tagged INDI
Bollywood Odisha News
ମୁମ୍ବାଇ,୨୯/୨: ପ୍ରଶଂସକଙ୍କୁ ଖୁସି ଖବର ଦେଲେ ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂ। ଖୁବଶୀଘ୍ର ଦୁହେଁ ମାତାପିତା ହେବେ ବୋଲି ଜଣାଇଲେ ଦୀପିକା। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ଗର୍ଭବତୀ ଥିବା ଦୀପିକା ଘୋଷଣା କରିଛନ୍ତି। ଦୀପିକାଙ୍କ ଗର୍ଭଧାରଣ ଖବର ଶୁଣିବା ପରେ ପ୍ରଶଂସକମାନେ ଖୁସିରେ ଶୁଭେଚ୍ଛା ଦେବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବରରେ ତାଙ୍କର ପ୍ରସବ ହେବ ବୋଲି ପୋଷ୍ଟରେ ସେ ଲେଖିଛନ୍ତି।ଏହି ପୋଷ୍ଟ ସେୟାର କରି Continue Reading
Seo wordpress plugin by www.seowizard.org.