Home Posts tagged indian team reached final champians trophy
Odisha News
ଦୁବାଇ,୪/୩: ଫାଇନାଲକୁ ଗଲା ଟିମ୍ ଇଣ୍ଡିଆ। ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମୁକାବିଲାରେ ମଙ୍ଗଳବାର ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହୋଇଥିଲା ଟିମ୍‌। ଦଳ ଅଷ୍ଟ୍ରେଲିଆକୁ ୪ ଉଇକେଟରେ ହରାଇ ବଡ଼ ସଫଳତା ହାସଲ କରିଛି। ତେବେ ୨୦୧୧ ପରେ ପ୍ରଥମ ଥର ଲାଗି ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆକୁ ଆଇସିସି ଟୁର୍ନାମେଣ୍ଟର ନକ୍‌ଆଉଟ୍ ମୁକାବିଲାରେ ପରାଜିତ କରିଛି।ଟିମ୍ ଇଣ୍ଡିଆ ପକ୍ଷରୁ ବୋଲରମାନେ ପ୍ରଭାବୀ ବୋଲିଂ କରିଥିଲେ। ସେମିଫାଇନାଲରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ Continue Reading