Home Posts tagged indsutrial minister hints tha make in osisha will be change
Odisha News
ଭୁବନେଶ୍ବର,୨୮/୬: ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ।ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ।ସେ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ। ଓଡ଼ିଶାକୁ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି। ୨୦୨୭ ସୁଦ୍ଧା Continue Reading
Seo wordpress plugin by www.seowizard.org.