Home Posts tagged IT sleuths conducts raid on DN Group
Odisha News
ଭୁବନେଶ୍ବର,୭/୭: ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗ ବୁଧବାର ଠାରୁ ଚଢ଼ଉ ଚାରି ରଖିଛି। ଏହି କ୍ରମରେ ଆୟକର ବିଭାଗର ୭ଟି ଟିମରେ ସାମିଲ ହୋଇଥିବା ଅଧିକାରୀ ଓ କର୍ମଚାରୀମାନେ ଶୁକ୍ରବାର ତୃତୀୟ ଦିନରେ ମଧ୍ୟ ଚଢ଼ଉ ଜାରି ରଖିଛନ୍ତି।ଅଧିକାରୀମାନେ ଡିଏନ୍ ଗ୍ରୁପ ସହିତ ଜଡ଼ିତ ବ୍ୟକ୍ତିମାନଙ୍କୁ ପଚରାଉଚରା କରୁଛନ୍ତି। ଡିଏନ୍ ଗ୍ରୁପରର ମାଲିକ ଓ ସହଯୋଗୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା ଜାରି ରହିଛି। ତୃତୀୟ Continue Reading
Seo wordpress plugin by www.seowizard.org.