Home Posts tagged jagatsingpur
Odisha News
ଜଗତସିଂହପୁର,୨୮/୨: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଗାଁରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।ମୃତାହତମାନେ ସେହି ଇଚ୍ଛାପୁର ଓ ଆଖାପାଖ ଅଞ୍ଚଳର ବୋଲି ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି। ତାଙ୍କ ନାଁ ଦିଲୁ ମହାନ୍ତି। ତାଙ୍କ ଘର ଇଚ୍ଛାପୁରରେ। ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିପାରି ନାହିଁ।ସେହିପରି ୩ ଗୁରୁତରଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ Continue Reading
Seo wordpress plugin by www.seowizard.org.