
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୩/୫: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରବିଧାନ ସଂଗ୍ରହ ନିମନ୍ତେ ନିୟନ୍ତ୍ରିତ ବଜାର କମିଟି, ଯାଜପୁର ଆନୁକୁଲ୍ୟରେ ଜିଲ୍ଲାର ଚାଷୀମାନଙ୍କ ସଚେତନତା ନିମନ୍ତେ ପ୍ରଚାର ରଥକୁ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ ଶିବାନନ୍ଦ ସ୍ବାଇଁ ପତାକା ଦେଖାଇ ଶୁଭ ଉଦଘାଟନ କରିଛନ୍ତି।ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ୨୬ ଟି ପ୍ରାଥମିକ କୃଷି ସମବାୟ ସମିତି ଓ ୧୩ ଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ନିୟୋଜିତ Continue Reading