Home Posts tagged jajpur badachana
Odisha News
ବଡ଼ଚଣା, ୨୯/୯ : ଯାଜପୁର ଜିଲ୍ଲା ବଡ଼ଚଣାରେ ଆୟୋଜିତ ସଦସ୍ୟତା ଅଭିଯାନ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ବିଜେଡିକୁ ଟାର୍ଗେଟ୍ କରିଛନ୍ତି।ସେ କହିଛନ୍ତି, ଯାଜପୁର ଜିଲ୍ଲାରେ ବିକାଶ ନାଆଁରେ ବିନାଶ କରିଛି ବିଜେଡି। ଗୋଟିଏ ନୁହେଁ, ୩ ପରିବାର ଯାଜପୁର ଜିଲ୍ଲାକୁ ବିକାଶ ନାଁରେ ବିନାଶ କରିଛନ୍ତି। ସେମାନେ ଯାଜପୁରକୁ ଲୁଟିଛନ୍ତି। ସେମାନେ ନିଜକୁ ନବୀନଙ୍କ କ୍ରୀତଦାସ ବୋଲି କହୁଥିଲେ।କାହାକୁ ନ୍ୟାୟ ଦେଇନାହାନ୍ତି ଯାଜପୁର Continue Reading
Seo wordpress plugin by www.seowizard.org.