ଜଳେଶ୍ୱର ୧୩/୧୦: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍ । ଅଳ୍ପକେ ରକ୍ଷା ପାଇଲେ ୫୦ରୁ ଅଧିକ ଯାତ୍ରୀ । ପୋଲିସର ତଦନ୍ତ ଜାରି ।ସୂଚନା ଅନୁଯାୟୀ ପଶ୍ଚିମବଙ୍ଗ କଲିକତାରୁ ଚାନ୍ଦବାଲି ରାଜକନିକା ଅଭିମୁଖେ ଯାଉଥିବା ଜଗାକାଳିଆ ନାମକ ଯାତ୍ରୀବାହୀ ବସ ହଲଦିପଦା ବାଇପାସ୍ ନିକଟରେ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡ୍ରେନରେ ଓଲଟି ପଡିଛି । ରାତି ୩.୫୦ ସମୟରେ ଡ୍ରାଇଭର ର ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଛି । ଗାଡ଼ିରେ ପ୍ରାୟ […]Continue Reading
ଜଳେଶ୍ୱର,୧୨/୧୦: ଜଳେଶ୍ଵରରେ କାୟା ମେଲାଇ ସାରିଲାଣି ବ୍ରାଉନ୍ ସୁଗାର କାରବାର। ଆଜି ଅବକାରୀ ବିଭାଗ ପ୍ରାୟ ୮୦୦ ଗ୍ରାମର ବ୍ରାଉନ୍ ସୁଗାର ଜବତ କରିବା ସହ ଏହି ବେଆଇନ ନିଶା କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଜବତ ବ୍ରାଉନ୍ ସୁଗାରର ଆନୁମାନିକ ମୂଲ୍ୟ ୮୦ ଲକ୍ଷ ଟଙ୍କା ହେବ। ଜଳେଶ୍ୱର ଅଞ୍ଚଳର ୩ ସ୍ଥାନରେ ଚଢ଼ଉ କରାଯାଇ ନିଶା ମାଫିଆଙ୍କୁ ଗିରଫ କରାଯାଇଛି।ତେବେ ଏହି ଚଢ଼ାଉରେ ନିଶା କାରବାରରେ ସକ୍ରିୟ ଥିବା କିଙ୍ଗପିନ ସହିତ […]Continue Reading
ଜଳେଶ୍ୱର,୨୬/୭: ଲିଫ୍ଟ ମାଗିବା ବାହାନାରେ ଦିନ ଦ୍ୱିପ୍ରହରରେ ରାସ୍ତାରେ ଯାଉଥିବା ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି ୫ ଲୁଟେରା। ବ୍ୟବସାୟୀଜଣକ ରାସ୍ତାରେ ପଡ଼ି ଛଟପଟ ହେଉଥିବା ବେଳେ ତାଙ୍କ ଡିଜିରେ ଥିବା ୧ ଲକ୍ଷ ୭୦ ହଜାର ଟଙ୍କା ନେଇ ଫେରାର ହୋଇ ଯାଇଛନ୍ତି ଦୁର୍ବୃତ୍ତମାନେ।ପ୍ରାୟ ୫ ମିନିଟ ମଧ୍ୟରେ ଏତେ ସବୁ କାଣ୍ଡ ଘଟିଥିବା ବେଳେ ଲୋକେ କିଛି ବୁଝିବା ଆମରୁ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ସମସ୍ତ ଦୁର୍ବୃତ୍ତ ।ଏପରି ଅଭାବନୀୟ ଘଟଣା ଆଜି Continue Reading
ବାଲେଶ୍ବର, ୧୦/୭: ବ୍ରିଜ୍ ଉପରୁ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକ ଉଦ୍ଧାର। ଜଳେଶ୍ୱର ପୋଲିସ ଯୁବକଙ୍କୁ ଉଦ୍ଧାର କରିବା ପରେ ଚିକିତ୍ସା ପାଇଁ ହସ୍ପିଟାଲ୍ରେ ପହଞ୍ଚାଇଛି।ବାଲେଶ୍ଵର ଜଳେଶ୍ୱର ଥାନା ୬୦ନଂ ଜାତୀୟ ରାଜପଥ ଶାନ୍ତିଆ ବ୍ରିଜ ଉପରେ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇଛି। ପ୍ରଥମେ ଯୁବକଙ୍କୁ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।ଖବର ପାଇ ଘଟଣା ସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ Continue Reading
ଜଳେଶ୍ୱର,୧/୭: କନ୍ଷ୍ଟେବଳଙ୍କୁ ଭୁଜାଲିରେ ଆକ୍ରମଣ କରି ଚମ୍ପଟ ମାରିଲେ ଗୋରୁ ଚାଲାଣ କରୁଥିବା ଦଲାଲ ଓ ଗାଡ଼ି ଚାଳକ। ଏପରି ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି।ହେଲେ ଏପର୍ଯ୍ୟନ୍ତ ଆକ୍ରମଣ କରିଥିବା ଦଲାଲ ଓ ଗାଡ଼ି ଚାଳକକୁ ପୁଲିସ୍ ଧରି ପାରିନାହିଁ। ପୁଲିସର କୋହଳ ମନୋଭାବ ଓ ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ୬୦ ନମ୍ୱର ରାଜପଥରେ ଏପରି ଘଟୁଥିବା ଆଲୋଚନା ହେଉଛି।ଗୁରୁବାର ବିଳମ୍ୱିତ ରାତିରେ ଏକ ଟାଟା ଏସିରେ ବେଆଇନ୍ ଭାବେ ଗୋରୁ ଚାଲାଣ ହେଉଥିଲା। ଏ […]Continue Reading
ଜଳେଶ୍ୱର, ୨୪/୬: ଭିଜିଲାନ୍ସ ପଞ୍ଝାରେ ପଡ଼ିଲେ ଆଣ୍ଟି ସ୍ମଗଲିଙ୍ଗ ଗାର୍ଡ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ଜଳେଶ୍ୱରସ୍ଥିତ ଏଫସିଆଇର ଆଣ୍ଟି ସ୍ମଗଲିଙ୍ଗ ଗାର୍ଡ ଜନାର୍ଦ୍ଦନ ପଳେଇଙ୍କ ଘରେ ରେଡ ହୋଇଛି।ଜନାର୍ଦ୍ଦନ ପଳେଇଙ୍କ ଜଳେଶ୍ୱରସ୍ଥିତ ବାସଭବନ, ନୂଆବଜାରସ୍ଥିତ କାର୍ଯ୍ୟାଳୟ, ନୂଆବଜାରସ୍ଥିତ ଚନ୍ଦନ ଢାବା, ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର ସମେତ ରାଜ୍ୟର ୫ଟି Continue Reading
ଜଳେଶ୍ଵର,୧୮/୬: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନର ୫ ଜଣିଆ ଟିମ ଆଜି ଭୋର ସମୟରେ ଜଳେଶ୍ଵର ବିଡ଼ିଓଙ୍କ ସରକାରୀ ବାସଭବନରେ ଚଢ଼ାଉ କରିଛନ୍ତି। ଅନୁଗୁଳ ଭିଜିଲାନ୍ସ ଏସପି ସୋମନାଥ ବାରିକ ନେତୃତ୍ୱରେ ଏକ ୫ ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।କେବଳ ଜଳେଶ୍ଵର ସରକାରୀ ବାସଭବନ ନୁହେଁ ବିଡ଼ିଓଙ୍କ ଘର ସମେତ ଏକକାଳୀନ ୬ ଟି ସ୍ଥାନରେ ଏହି ଚଢ଼ାଉ […]Continue Reading