Home Posts tagged janmastami festival
Odisha News
କଟକ, ୨୬/୭ : ଆଜି ହେଉଛି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି। ସଂନ୍ଧ୍ୟାଧୂପ ଶେଷ ହେବା ପରେ Continue Reading
Seo wordpress plugin by www.seowizard.org.