
ନୂଆଦିଲ୍ଲୀ,୨୯/୩: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିସନର। ମେ’ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।ବିଧାନସଭା ଉପନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ ଏପ୍ରିଲ୍ ୧୩ ତାରିଖରେ। ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଏପ୍ରିଲ୍ ୨୦ Continue Reading