
କଟକ ୨୮/୩ : କଟକ ମହାନଗର ନିଗମକୁ କଡ଼ା ନିର୍ଦ୍ଦେଶ । ଏଣିକି ଆଉ କାଠଯୋଡି ନଦୀ ଭିତରକୁ ଯିବନି କଟକ ସହରର ନର୍ଦ୍ଦମା ପାଣି । ଏଭଳି ଜନ ବିରୋଧୀ କାର୍ଯ୍ୟକୁ ତୁରନ୍ତ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।ସେହିପରି ରାଜ୍ୟର କେତେ ନଦୀରେ ଏହିପରି ଭାବରେ ପ୍ରଦୂଷିତ ଜଳ ମିଶୁଛି । ସେସମ୍ପର୍କରେ ତଥ୍ୟ ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।କାଠଯୋଡ଼ି ନଦୀରେ ମିଶୁଥିବା ଏହି […]Continue Reading