Home Posts tagged kendujhar band today
Odisha News
କେନ୍ଦୁଝର, ୧୮/୩: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଶୁଆକାଟିସ୍ଥିତ ଓଏମ୍ସି ଖଣିରୁ କେନ୍ଦୁଝର ସଦର ବ୍ଲକ୍ ଗୋହାଲଡିହି ରେଳସାଇଡିଂ ପର‌୍ୟ୍ୟନ୍ତ ରେଳପଥ ସଂଯୋଗୀକରଣକୁ ବିରୋଧ କରି ଆଜି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା ଦିଆଯାଇଛି।ବନ୍ଦକୁ ୧୫ ସଂଗଠନ ପକ୍ଷରୁ ସମର୍ଥନ ଦିଆଯାଇଛି। ତେବେ ବନ୍ଦରୁ ଆମ୍ବୁଲାନ୍ସ, ଅଗ୍ନିଶମ, କ୍ଷୀରଗାଡ଼ି, ସ୍କୁଲ ଓ କଲେଜ ବସ୍ ସମେତ ଜରୁରୀ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି। କେନ୍ଦୁଝର ଷ୍ଟେସନରେ Continue Reading