କେନ୍ଦୁଝର, ୧୮/୩: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଶୁଆକାଟିସ୍ଥିତ ଓଏମ୍ସି ଖଣିରୁ କେନ୍ଦୁଝର ସଦର ବ୍ଲକ୍ ଗୋହାଲଡିହି ରେଳସାଇଡିଂ ପର୍ୟ୍ୟନ୍ତ ରେଳପଥ ସଂଯୋଗୀକରଣକୁ ବିରୋଧ କରି ଆଜି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା ଦିଆଯାଇଛି।ବନ୍ଦକୁ ୧୫ ସଂଗଠନ ପକ୍ଷରୁ ସମର୍ଥନ ଦିଆଯାଇଛି। ତେବେ ବନ୍ଦରୁ ଆମ୍ବୁଲାନ୍ସ, ଅଗ୍ନିଶମ, କ୍ଷୀରଗାଡ଼ି, ସ୍କୁଲ ଓ କଲେଜ ବସ୍ ସମେତ ଜରୁରୀ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି। କେନ୍ଦୁଝର ଷ୍ଟେସନରେ Continue Reading

ଆନନ୍ଦପୁର, ୬/୩: ବହୁଚର୍ଚ୍ଚିତ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀ ଅଧୀନ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଆନନ୍ଦପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ୫୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ହତ୍ୟାକାଣ୍ଡରେ ସଂପୃକ୍ତ ୫ ଜଣ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ସଞ୍ଜୟ ପୃଷ୍ଟି ଓରଫ ଚିନୁ, ନିର ପୃଷ୍ଟି ଓରଫ ଅଜିତ ପୃଷ୍ଟି, ଅରୁଣ ପୃଷ୍ଟି, ଅଲେଖ ପୃଷ୍ଟି ଓ ଦୋଳ ବୋଇତେଇ। […]Continue Reading
କେନ୍ଦୁଝର, ୨୩/୨ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ଲୁହା ଛଡ଼ ବୋଝେଇ ଟ୍ରକ ଧକ୍କାରେ ଘଟଣାସ୍ଥଳରେ ବାପ ପୁଅ ମୃତ୍ୟୁବରଣ କରିଥିବା ବେଳେ ଖବର ପାଇ ଗାଁରେ ଦାଦା ହୃଦଘାତରେ ମୃତ୍ୟୁବରଣ କରିଛନ୍ତି।ଆଜି ସକାଳ ୯ଟାରେ ବାରିଗାଁରୁ ବାପା କାଣ୍ଡେ ମୁଣ୍ଡା(୫୭) ଓ ପୁଅ ଲକ୍ଷ୍ମଣ ମୁଣ୍ଡା (୩୫) ଏକ ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିବା ବେଳେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ଼ […]Continue Reading
ପାଟଣା ,୧୯/୨: ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏହି ଅଘଟଣ ଘଟିଛି। ଦୁହିଁଙ୍କୁ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଗୁରୁତର ଥିବା କୁହାଯାଉଛି।ସୂଚନା ଅନୁସାରେ ଗୁରୁତର ୨ Continue Reading
କେନ୍ଦୁଝର, ୨୩/୧ : ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ ବିଛାଇବା କାର୍ଯ୍ୟ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପଡ଼ିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା କମାରଯୋଡ଼ା ଅଞ୍ଚଳରେ ଆଜି ଅପରାହ୍ନରେ ଘଟିଛି ଏହି ଘଟଣା।ମୃତକ ଦ୍ୱୟ ହେଉଛନ୍ତି- ଚରଣ ଲୋହାର ଓ ଅର୍ଜୁନ ଲୋହାର। ସେମାନେ ଯୋଡ଼ାର ତଲକ ହଟିଙ୍ଗ ଅଞ୍ଚଳର ବୋଲି ଜଣାପଡ଼ିଛି।ଏକ ଠିକା କମ୍ପାନୀ ଦ୍ୱାରା ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ Continue Reading
କେନ୍ଦୁଝର,୨୮/୧୨ : ପିକନିକ୍ ସାରି ଖୁସି ମନରେ ଘରକୁ ଫେରୁଥିଲେ ପିଲା। ମାତ୍ର ଅଧା ବାଟରେ ଘଟିଗଲା ଦୁର୍ଘଟଣା। କଲେଜ ପିଲାଙ୍କୁ ଧରି ଯାଉଥିବା ବସ୍ଟି ଆଗରେ ଯାଉଥିବା ଏକ ଟିପ୍ପରକୁ ପିଟି ଦେଇଛି। ଏହି ଦୁର୍ଘଟଣାରେ ସମୁଦାୟ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ଏପରି ଏକ ଦୁର୍ଘଟଣା ଆଜି ଭୋରରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ୨୦ନଂ ଜାତୀୟ ରାଜପଥର ଧକୋଠା ନିକଟରେ ଘଟିଛି।ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ଏମ ଏନ ଟ୍ୟୁଟରିଆଲର ପ୍ରାୟ ୫୦ରୁ […]Continue Reading
ଘଟଗାଁ /କେନ୍ଦୁଝର,୧/୧୨ : ତାରିଣୀଦର୍ଶନ ନୋହିଲା। ବାଟରେ ୮ ଜଣଙ୍କୁ ନେଇଗଲା ଯମ। ରାତିରେ ଘରୁ ବାହାରିଥିଲେ। ଭୋର୍ ସମୟରେ ମା’ଙ୍କର ମଙ୍ଗଳଆଳତି ଦେଖିଥାନ୍ତେ। ହେଲେ ତା ଆଗରୁ ସବୁ କିଛି ଓଲଟପାଲଟିଗଲା।ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି।ସେମାନଙ୍କୁ କଟକ ବଡ଼ ମେଡିକାଲକୁ Continue Reading
ତେଲକୋଇ,୧୯/୧୧: କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆକୁଳ ନୀଳାପଶି ସାହିରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ବୟସ ପାଖାପାଖି ୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।ସ୍ଥାନୀୟ ଲୋକେ ଆଜି ସକାଳେ ଶୌଚ ନିମନ୍ତେ ଯିବା ସମୟରେ ହାତୀ ମରିଥିବା ସୂଚନା ପାଇ ବନ ବିଭାଗକୁ ଖବର ଦେଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।Continue Reading
ହାଟଡ଼ିହି,୬/୧୧: କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ ସୋସୋ ଥାନା ଅଧୀନ ଝଣଝଣା ଗ୍ରାମରେ ଘଟିଛି ଅଘଟଣ। ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଥିବା ବେଳେ ତାଙ୍କଠାରୁ ବିଷ ଝାଡ଼ିବାକୁ ଯାଇ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି।ମୃତ ମହିଳା ହେଲେ ଗ୍ରାମର ସୂର୍ଯ୍ୟମଣି ବେହେରାଙ୍କ ପତ୍ନୀ ଝୁନୁରାଣୀ ବେହେରା(୪୦)। ସେ ବିଲକୁ ଯାଇଥିବା ବେଳେ ସେଠାରେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା।ଏହା ଜାଣିବା ପରେ ସେହି ଗ୍ରାମର ମିନତି ଦେହୁରୀ (ଝୁନୁରାଣୀଙ୍କ Continue Reading
କେନ୍ଦୁଝର,୪/୧୧ : କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ବିଞ୍ଜବାହାଳ ବସଷ୍ଟାଣ୍ଡ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବେଆଇନ ଗୋରୁ ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ୧୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୋରୁ ଆହତ ହୋଇଛନ୍ତି।ଏହି ୧୬ ଚକିଆ ଟ୍ରକ୍ଟି ଆଜି ଭୋରରେ ପାଲଲହଡ଼ାରୁ କେନ୍ଦୁଝର ଆଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।ଏହା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତେଲକୋଇ ଅଗ୍ନିଶମ ବାହିନୀ Continue Reading