Home Posts tagged khurdha
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୩/୬: ସୋମବାର ପୂର୍ବାହ୍ନରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମାଦକ ତଥା ନିଶା ଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଲୋକଙ୍କୁ ଅବଗତ କରାଇବା ସହିତ ଅପମିଶ୍ରିତ, ବିଶାକ୍ତ ଏବଂ ଚୋରା ମଦ କାରବାର ସଂପୂର୍ଣ୍ଣ ରୋକିବା ଲାଗି ବଳିଷ୍ଠ ପଦକ୍ଷେପ ପ୍ରକାରନ୍ତେ ଜିଲ୍ଲାବ୍ୟାପୀ ତୃଣମୂଳ ସ୍ତରରୁ, ସହରାଞ୍ଚଳ ସମସ୍ତ ସ୍ଥାନରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୯/୫ : ବୁଧବାର ଓଡ଼ିଶାର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ (ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ) ଏକ ଦିନିକିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାର ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଉନ୍ନୟନ ଅଗ୍ରଣୀ ଯୋଜନା ଗୁଡିକର ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଉଚ୍ଚ ପଦସ୍ତ ଅଧିକାରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୭/୫: ଜମ୍ମୁ କାଶ୍ମୀର ପହଲଗାଁ ଆତଙ୍କୀ ଆକ୍ରମଣରେ ଭାରତ ସରକାରଙ୍କ ଆତଙ୍କି ଲୋପନ୍ ମିଲିଟାରୀ କଡା ପଦକ୍ଷେପ ଅପରେସନ ସିନ୍ଦୂର ପ୍ରତିରକ୍ଷା ବିଭାଗର ଏକ ବିରାଟ ସଫଳତା ଆଣିଥିବା ବେଳେ ଭାରତ ସୁରକ୍ଷାରେ ପ୍ରତ୍ୟେକ ନାଗରିକ ଙ୍କ ମୂଲ୍ୟବୋଧ ଅବିସ୍ମରଣୀୟ ବୋଲି ଶନିବାର ପୂର୍ବାହ୍ନରେ ଖୋର୍ଦ୍ଧା ସଦର ମହକୁମାର ପ୍ରାଣ ନାଥ ମହାବିଦ୍ୟାଳୟ ପଡ଼ିଆରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ବିଶାଳ ଅପରେସନ ସିନ୍ଦୂର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/ ୫ :ଖୋର୍ଦ୍ଧା ଗୁରୁଜଙ୍ଗ ଅଞ୍ଚଳରେ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ୭୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ଗୋଟିଏ କଳାରଙ୍ଗର ବଜାଜ୍ ପଲସର ୧୫୦ ଯାହାର ନମ୍ବର ଓଡ଼ି -୧୪-୪୦୨୫ କୁ ଜବତ କରିବା ସହିତ ବ୍ୟବସାୟୀ ସୁମନ୍ତ କୁମାର ବାରିକ ଓରଫ ଗୋଧି କୁ ଅବକାରୀ ବିଭାଗର ମୋବାଇଲ ଟିମ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଅବକାରୀ ମୋବାଇଲ ଟିମ ପକ୍ଷରୁ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୦/୫: ଶୁକ୍ରବାର ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ନାଚ଼ୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଭେଟେଶ୍ବର ଗ୍ରା:ପ ଅନ୍ତର୍ଗତ ଭାପୁର ଗ୍ରାମର ବିଜେଡ଼ି କର୍ମୀ ମାନେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ ତଥା ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ ଓ ମାର୍ଗଦର୍ଶନ ଏବଂ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୫/୫: ନିଶା କାରବାର ପୁଣି ଜିଲ୍ଲାରେ ଉପର ମୁଁହା ହୋଇଛି । ଖୋର୍ଦ୍ଧା ସହର ଠାରୁ ଆରମ୍ଭ କରି ଜିଲ୍ଲାର ଗ୍ରାମାଞ୍ଚଳ ମାନଙ୍କରେ ଏବେ ବ୍ରାଉନସୁଗର ବ୍ୟବସାୟୀଙ୍କ ପାଦୁର୍ଭାବ ବଢ଼ିବାରେ ଲାଗିଛି ।ଯାହାକୁ ନେଇ ଗତ ୪ ତାରିଖ ଦିନ ଖୋର୍ଦ୍ଧା ପୁଲିସ ଓ ବୋଲଗଡ଼ ପୁଲିସ ଦୁଇଟି ମାମଲା ରୁଜୁ କରି ୪ ଜଣ ବ୍ୟବସାୟୀଙ୍କୁ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ୩୦.୮୩୦ ଗ୍ରାମ ବ୍ରାଉନସୁଗର ଜବତ କରିଥିବା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩୦/୪ : ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ର ପୂଜା ଚାଷୀ କରି ତା ବୁକୁରେ ଲଙ୍ଗଳ ଯୋଚି ବିହନ ବୁଣି ଚାଷ କାର୍ଯ୍ୟ ଆରମ୍ଭ କରେ।ଚାଷୀ ଖରା, ବର୍ଷା, ଶୀତ, କାକର ସହି ଦୁନିଆକୁ ଆହାର ଯୋଗାଇ ସମସ୍ତଙ୍କ ମୁହଁରେ ହସ ଫୁଟାଇଥାଏ। ଏଣୁ ଚାଷୀ ଓ ତା ପରିବାରକୁ ସମ୍ମାନ ଦେବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ଅଟେ। ଏହାକୁ ଭିତ୍ତିକରି ଆଜି କେନ୍ଦ୍ର ଓ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୪/୪ : ଓ୍ବାକଫ ଆଇନ ସଂଶୋଧନ ବିରୋଧରେ ପଶ୍ଚିମବଙ୍ଗରେ ହିଂସାର ନିଆଁରେ ଜଳୁଛି । ମୁସିଦାବାଦରେ ଆରମ୍ଭ ହୋଇଥିବା ଏହି ଭୟଙ୍କର ହିଂସା ଏବେ ସମଗ୍ର ବଙ୍ଗଳାରେ ବ୍ୟାପିବାରେ ଲାଗିଛି ।ଆଗକୁ ଏହା ଉଗ୍ରରୂପ ଧାରଣ କରିବା ପୂର୍ବରୁ କେନ୍ଦ୍ର ସରକାର ଏଥିରେ ହସ୍ତକ୍ଷେପ ସହ ହିନ୍ଦୁ ମାନଙ୍କ ସୁରକ୍ଷା ସୁନିଶ୍ଚିତ କରନ୍ତୁ ବୋଲି ବିଶ୍ବ ହିନ୍ଦୁ ପରିଷଦ ଖୋର୍ଦ୍ଧା ଜିଲା ଶାଖା ଦାବି କରିଛି ।ବୁଧବାର ପୂର୍ବାହ୍ନରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୨/୪ : ଶୁକ୍ରବାର ଅପରାହ୍ନରେ ଓଡିଶାର ସମନ୍ୱୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସନ୍ନିକଟ ମୁକୁନ୍ଦ ପ୍ରସାଦ ସହରାଂଚଳ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରେ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆୟୁଷ୍ମାନ ଭାରତ -ପ୍ରଧାନମନ୍ତ୍ରୀ ଆରୋଗ୍ୟ ଯୋଜନା -ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୪ : ମଙ୍ଗଳବାର ପୂର୍ବାହ୍ନ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖ ଦାୟିତ୍ୱରେ ଥିବା ଓଡିଶା ସରକାରଙ୍କ ବିଜ୍ଞାନ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ Continue Reading