Home Posts tagged khurdha (Page 2)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୫/୫: ନିଶା କାରବାର ପୁଣି ଜିଲ୍ଲାରେ ଉପର ମୁଁହା ହୋଇଛି । ଖୋର୍ଦ୍ଧା ସହର ଠାରୁ ଆରମ୍ଭ କରି ଜିଲ୍ଲାର ଗ୍ରାମାଞ୍ଚଳ ମାନଙ୍କରେ ଏବେ ବ୍ରାଉନସୁଗର ବ୍ୟବସାୟୀଙ୍କ ପାଦୁର୍ଭାବ ବଢ଼ିବାରେ ଲାଗିଛି ।ଯାହାକୁ ନେଇ ଗତ ୪ ତାରିଖ ଦିନ ଖୋର୍ଦ୍ଧା ପୁଲିସ ଓ ବୋଲଗଡ଼ ପୁଲିସ ଦୁଇଟି ମାମଲା ରୁଜୁ କରି ୪ ଜଣ ବ୍ୟବସାୟୀଙ୍କୁ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ୩୦.୮୩୦ ଗ୍ରାମ ବ୍ରାଉନସୁଗର ଜବତ କରିଥିବା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩୦/୪ : ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ର ପୂଜା ଚାଷୀ କରି ତା ବୁକୁରେ ଲଙ୍ଗଳ ଯୋଚି ବିହନ ବୁଣି ଚାଷ କାର୍ଯ୍ୟ ଆରମ୍ଭ କରେ।ଚାଷୀ ଖରା, ବର୍ଷା, ଶୀତ, କାକର ସହି ଦୁନିଆକୁ ଆହାର ଯୋଗାଇ ସମସ୍ତଙ୍କ ମୁହଁରେ ହସ ଫୁଟାଇଥାଏ। ଏଣୁ ଚାଷୀ ଓ ତା ପରିବାରକୁ ସମ୍ମାନ ଦେବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ଅଟେ। ଏହାକୁ ଭିତ୍ତିକରି ଆଜି କେନ୍ଦ୍ର ଓ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୪/୪ : ଓ୍ବାକଫ ଆଇନ ସଂଶୋଧନ ବିରୋଧରେ ପଶ୍ଚିମବଙ୍ଗରେ ହିଂସାର ନିଆଁରେ ଜଳୁଛି । ମୁସିଦାବାଦରେ ଆରମ୍ଭ ହୋଇଥିବା ଏହି ଭୟଙ୍କର ହିଂସା ଏବେ ସମଗ୍ର ବଙ୍ଗଳାରେ ବ୍ୟାପିବାରେ ଲାଗିଛି ।ଆଗକୁ ଏହା ଉଗ୍ରରୂପ ଧାରଣ କରିବା ପୂର୍ବରୁ କେନ୍ଦ୍ର ସରକାର ଏଥିରେ ହସ୍ତକ୍ଷେପ ସହ ହିନ୍ଦୁ ମାନଙ୍କ ସୁରକ୍ଷା ସୁନିଶ୍ଚିତ କରନ୍ତୁ ବୋଲି ବିଶ୍ବ ହିନ୍ଦୁ ପରିଷଦ ଖୋର୍ଦ୍ଧା ଜିଲା ଶାଖା ଦାବି କରିଛି ।ବୁଧବାର ପୂର୍ବାହ୍ନରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୨/୪ : ଶୁକ୍ରବାର ଅପରାହ୍ନରେ ଓଡିଶାର ସମନ୍ୱୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସନ୍ନିକଟ ମୁକୁନ୍ଦ ପ୍ରସାଦ ସହରାଂଚଳ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରେ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆୟୁଷ୍ମାନ ଭାରତ -ପ୍ରଧାନମନ୍ତ୍ରୀ ଆରୋଗ୍ୟ ଯୋଜନା -ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୪ : ମଙ୍ଗଳବାର ପୂର୍ବାହ୍ନ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖ ଦାୟିତ୍ୱରେ ଥିବା ଓଡିଶା ସରକାରଙ୍କ ବିଜ୍ଞାନ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୯/୩ : ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ଯ୍ୟାଳୟ ଭୁବନେଶ୍ୱର ରେଞ୍ଜ, ଭୁବନେଶ୍ୱର ଦ୍ଵାରା ପରିଚାଳିତ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ ସମାରୋହରେ ଖୋର୍ଦ୍ଧା ଜିଲ୍ଲା ଅଧିନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ବଣ୍ଟନ ଶିବିର ଯୁଗ୍ମ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀ ପ୍ରଣବ Continue Reading
Odisha News
ପ୍ରସନ୍ନ କୁମାର ରାଉତରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୯/୩ : ଖୋର୍ଦ୍ଧା ଉଦ୍ୟାନ କୃଷି କାର୍ଯ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଯୋଜନା ମାଧ୍ୟମରେ ୩ ଦିନିଆ ବ୍ଲକ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଉଦଘାଟିତ ହୋଇଯାଇଛି ।ପ୍ରଥମ ଦିନରେ ଖୋର୍ଦ୍ଧା ବ୍ଲକର ୭ ଟି ପଞ୍ଚାୟତ ଓ ଖୋର୍ଦ୍ଧା ପୌର ପରିଷଦର ମୋଟ ୧୦୦ ଜଣ ସକ୍ରିୟ ମହିଳା ଓ ପୁରୁଷ ଚାଷୀ ମାନଙ୍କ ମଧ୍ୟରେ ଉଦ୍ୟାନ କୃଷି ଉପରେ ଧାରଣା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୩ : ଭାରତ ସରକାରଙ୍କ ପରିସଂଖ୍ୟାନ ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ, ଭୁବନେଶ୍ୱର ତରଫରୁ ଖୋର୍ଦ୍ଧା ଠାରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ନମୁନା ସର୍ବେକ୍ଷଣର ୭୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଉକ୍ତ କାର୍ଯ୍ୟାଳୟର ପ୍ରାୟ ୯୦ ଜଣ କର୍ମଚାରିଙ୍କୁ ନେଇ ଏକ ଶୋଭାଯାତ୍ରା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ନିକଟରୁ ବାହାରି ଖୋର୍ଦ୍ଧା ନୂଆ ବସ୍ Continue Reading
Odisha News
ଖୋର୍ଦ୍ଧା,୨୫/୩: ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର‌୍ୟ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି।କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣିଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋର ସ୍ଥିତ ବାସଭବନ, ଅଫିସ କାର୍ଯ୍ୟାଳୟରେ ବର୍ତ୍ତମାନ ଢ଼ାଉ ଜାରି ରହିଛି।ଅଫିସ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ ପତ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୩ : ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲରେ ସମବାୟ ସଂସ୍ଥା ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗୁଡିକ ଉପରେ ଆଲୋକପାତ କରିବା ପାଇଁ ମିଳିତ ଜାତିସଙ୍ଘ ୨୦୨୫ କୁ ଅନ୍ତର୍ଜାତୀୟ ସମବାୟ ବର୍ଷ ଭାବରେ ଘୋଷଣା କରିଛି।ଯାହାର ବିଷୟବସ୍ତୁ ହେଉଛି ” ଏକ ଉନ୍ନତ ବିଶ୍ୱ ଗଠନ କରିବାରେ ସମବାୟ ସଂସ୍ଥାର ଭୂମିକା ” । ଏହି ଅବସରରେ ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନହଲ ଠାରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ Continue Reading