
ବୈପାରୀଗୁଡ଼ା,୧୬/୫ : ଶୁକ୍ରବାର ସକାଳୁ ସକାଳୁ ଓଡ଼ିଶାରେ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଘଟଣାଟି କୋରାପୁଟ ଜିଲା ବୈପାରୀଗୁଡ଼ା ଥାନା ଅଧୀନରେ ୩୨୬ ଜାତୀୟ ରାଜଥର ଗୌଡଗୁଦ ଛକ ନିକଟରେ ଘଟିଥିଲା, ଯେଉଁଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।ଏହି ଘଟଣା ଘଟିଥିଲା ଯେତେବେଳେ ନୟାଗଡ଼ରୁ ମାଲକାନଗିରି ଯାଉଥିବା ଏକ କାର ଚାଳକ ନିୟନ୍ତ୍ରଣ ହରାଇବାରୁ ଗାଡି ରାସ୍ତା କଡରେ ଗଛରେ ଧକ୍କା ଦେଇଥିଲା। ଦୁର୍ଘଟଣା ସମୟରେ କାରରେ ଛଅ ଜଣ Continue Reading