Home Posts tagged kuladiha forest
Odisha News
ନୀଳଗିରି,୧/୧୧: ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କୁଳଡିହା ଅଭୟାରଣ୍ୟ । ଏଥର କୁଳଡିହାକୁ ଆସିଥିବା ନୀଳଗାଈ ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ।୨୭୨.୭୫ ବର୍ଗ କିଲୋମିଟର ପରିଧି ବିଶିଷ୍ଟ କୁଳଡିହା ଅଭୟାରଣ୍ୟରେ ଦେଶୀ ବିଦେଶୀ ପକ୍ଷୀ ସମେତ ସମ୍ବର,ଗୁରାଣ୍ଡି, କୁଟାରୀ,ହରିଣ,ମଇଁଷି ,ବାଘ,ଭାଲୁ,ହାତୀ ସମେତ ବଣୁଆ କୁକୁର ଓ ବହୁ ପ୍ରଜାତିର ଜୀବଜନ୍ତୁ ରହିଛନ୍ତି Continue Reading
Seo wordpress plugin by www.seowizard.org.