Home Posts tagged lingaraj temple
Odisha News
ପୁରୁଣା ଭୁବନେଶ୍ବର, ୧/୩: ମଙ୍ଗଳବାର ମହାଶିବରାତ୍ରି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର। ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ମନ୍ଦିରରେ ପ୍ରସ୍ତୁତି ସରିଛି। ଫୁଲରେ ସଜେଇ ହୋଇଛି ମନ୍ଦିର। ମନ୍ଦିର ଭିତର ଓ ବାହାରକୁ ଅଧିକ ଆକର୍ଷଣୀୟ କରିବା ପାଇଁ ରଙ୍ଗିନ ଆଲୋକମାଳାରେ ସଜା ଯାଇଛି। ଝଲସୁଛି ଏକାମ୍ରକ୍ଷେତ୍ରର ଏହି ପ୍ରସିଦ୍ଧ ଶୈବପୀଠ।ଏହାଛଡ଼ା ମନ୍ଦିର ନିକଟ ଦେବୀ ପାଦହରା ପୁଷ୍କରିଣୀ ଭିତରେ ଅଧିକ ଲାଇଟ୍ ଲଗାଯାଇଛି। ସେହିପରି Continue Reading
Seo wordpress plugin by www.seowizard.org.