Home Posts tagged LOKASABHA ELECTION 2024
Odisha News
ଭୁବନେଶ୍ୱର,୧୧/୫: ସାତ ପର୍ଯ୍ୟାୟ ବିଶିଷ୍ଟ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପାଖେଇ ଆସୁଛି ସମୟ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର ।କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ । ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୫/୫: ହଜାର ହଜାର କର୍ମୀଙ୍କୁ ନେଇ ନୟାଗଡ଼ରେ ପୁଣି ପାୱାର ଶୋ ସହ ନାମାଙ୍କନ ଦାଖଲ କଲେ ନୟାଗଡ଼ ବିଜେପି ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ । ନିର୍ବାଚନ ଜିତିଲେ ୧୦୦ଦିନରେ ନୟାଗଡ଼ ଚିନିକଳ ଚାଲିବା ସହ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଦଘାଟନ କରିବେ ବୋଲି ପୁଣି ଦୋହରାଇଛନ୍ତି ସମ୍ବିତ ପାତ୍ର ।ପୁରୀ ବିଜେପି ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ଓ ନୟାଗଡ଼ ବିଜେପି ବିଧାୟକ ପ୍ରାର୍ଥୀନୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୫ :ଆଜି ଦାଖଲ ହୋଇଥିବା ନାମାଙ୍କନ ପତ୍ରର ଯାଂଚ ଥିଲା । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବାଲିଗୁଡା ନିର୍ବାଚନ ମଣ୍ଡଳୀର ପାର୍ଥୀ ପତ୍ର ଯାଂଚ ହୋଇଥଲା, ଯାଂଚରେ ସମସ୍ତଙ୍କ ପାର୍ଥୀଙ୍କର ଦାଖଲ କରିଥିବା ସମସ୍ତ କାଗଜ ପତ୍ର ଠିକ ରହିଛି ।ବାଲିଗୁଡା ନିର୍ବାଚନ ମଣ୍ଡଳୀର ସମୁଦାୟ ବିଧାୟକ ପାର୍ଥୀ ପାଂଚ ଜଣ କଂଗ୍ରେସରୁ ଉପେନ୍ଦ୍ର ପ୍ରଦାନ,ବିଜେଡିରୁ ଚକ୍ରମଣୀ କହଁର,ବିଜେପିରୁ କଳ୍ପନା କହଁର,ସ୍ୱାଧିନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫;ବାଲିଗୁଡା ଓ ଜି ଉଦୟଗିରୀ ବିଧାବସଭା ଆସନ ନିମନ୍ତେ ଆଜି ଶେଷ ଦିନ ନାମାଙ୍କନ ପତ୍ରର ଦାଖଲ ର ଥିଲା । ଶେଷ ଦିନରେ ବାଲିଗୁଡାରୁ ତିନି ଜଣ ପାର୍ଥୀ ଓ ଜି ଉଦୟଗିରୀ ଆସନ ନିମନ୍ତେ ଦୁଇ ଜଣ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ବାଲିଗୁଡାରୁ ବିଜେପି ଦଳର ପାର୍ଥୀନୀ କଳ୍ପନା କହଁର ଆଜି ହନୁମାନ ମନ୍ଦିର ପରିସରରୁ ଏକବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ ଏବଂ ଉପଜିଲ୍ଲାପାଳ […]Continue Reading
Odisha News
ବଲାଙ୍ଗୀର, ୨/୫: ଗୁରୁବାର ବଲାଙ୍ଗୀରର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି ।ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନ ପରେ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି।ଶୋଭାଯାତ୍ରାରେ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୦/୪ : ଶତ ପ୍ରତିଶତ ଭୋଟଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେଙ୍କ ତତ୍ତ୍ୱାବଧାନରେ ବାଲେଶ୍ୱର ଜିଲ୍ଲା ପ୍ରଶାସନର ଅନନ୍ୟ ପ୍ରୟାସ । ଅନ୍ତର୍ଭୁକ୍ତିକରଣ ନିର୍ବାଚନ ନିମନ୍ତେ ପ୍ରତୀକାତ୍ମକଭାବେ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ବୟସ୍କ ଭୋଟର, ଭିନ୍ନକ୍ଷମ, ମହିଳା ଓ କିନ୍ନର ମତଦାତାଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାର ସୁନିଶ୍ଚିତ କରିବା ପାଇଁ ଆହ୍ୱାନ ରଖିଛି Continue Reading
Seo wordpress plugin by www.seowizard.org.